ଦର୍ଶକଙ୍କୁ ପସନ୍ଦ ଆସୁଛି ରାଣୀଙ୍କ ‘ମର୍ଦ୍ଦାନୀ-୨’, ରିଲିଜର ଛଅ ଦିନରେ ବ୍ୟବସାୟ କଲା ୨୫ କୋଟି

ବମ୍ବେ: ବଡ଼ ପରଦାରେ ଭଲ ପ୍ରଦର୍ଶନ କରୁଛି ରାଣୀ ମୁଖାର୍ଜୀଙ୍କ ଚଳଚ୍ଚିତ୍ର ‘ମର୍ଦ୍ଦାନୀ-୨’। ରିଲିଜର ଷଷ୍ଠ ଦିନରେ ଫିଲ୍ମ ୨୫ କୋଟି ବ୍ୟବସାୟ କରିବାରେ ସଫଳ ହୋଇଛି। ଟୁଇଟର ପୃଷ୍ଠାରେ ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଏନେଇ ସୂଚନା ଦେଇଛନ୍ତି। ଶୁକ୍ରବାର ଫିଲ୍ମ ୩.୮୦ କୋଟି, ଶନିବାର ୬.୫୫କୋଟି, ରବିବାର ୭.୮୦ କୋଟି, ସୋମବାର ୨.୮୫କୋଟି, ମଙ୍ଗଳବାର ୨.୬୫କୋଟି ଏବଂ ବୁଧବାର ୨.୨୫କୋଟି ବ୍ୟବସାୟ କରିଥିବା ସେ ଦର୍ଶାଇଛନ୍ତି।

ଗୋପୀ ପୁଥରନଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ଜଣେ ସିରିୟଲ୍‌ କିଲର୍‌ଙ୍କ କାହାଣୀ ଦେଖିବାକୁ ମିଳୁଛିି। ଏଥିରେ ରାଣୀଙ୍କ ଭୂମିକାକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି। ସେହିଭଳି ଖଳନାୟକ ଭୂମିକାରେ ବିଶାଳ ଜେଠଓ୍ବା ମଧ୍ୟ ପ୍ରଶଂସନୀୟ କାମ କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri