ଦର୍ଶକଙ୍କ ମନକୁ ଛୁଇଁଲା ‘ବାଲା’

ମୁମ୍ବାଇ: ବଲିଉଡ୍‌ ମୁଭି ବାଲା ପ୍ରଥମ ଦିନରେ ହିଁ କମାଲ୍‌ କରିଛି। ଆୟୁଷ୍ମାନ ଖୁରାନା, ଭୂମି ପେଡନେକର ଓ ୟାମି ଗୌତମଙ୍କ ଅଭିନୀତ ଏହି ଫିଲ୍ମ ପ୍ରଥମ ଦିନରେ ହିଁ ଦର୍ଶକଙ୍କ ଦିଲ୍‌ ଜିତିଛି। ଅମର କୌଶିକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ପ୍ରଥମ ଦିନରେ ପାଖାପାଖି ୧୦.୧୫ କୋଟି ବିଜନେସ୍‌ କରି ବକ୍ସ ଅଫିସରେ ହଇଚଇ କରିଛି ବୋଲି ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ କହିଛନ୍ତି। ପ୍ରଥମ ଦିନର ଆୟରେ ଆୟୁଷ୍ମାନ ତାଙ୍କର ବହୁ ଫିଲ୍ମକୁ ପଛରେ ପକାଇ ଦେଇଛନ୍ତି ବୋଲି କୁହାଯାଉଛି। ଦର୍ଶକଙ୍କ ବ୍ୟତୀତ ଫିଲ୍ମ କ୍ରିଟିକ୍ସ ମଧ୍ୟ ଏହାକୁ ଭଲ ରିଭ୍ୟୁ ଦେଇଛନ୍ତି। ପ୍ରାୟ ୨୫ କୋଟି ବଜେଟ୍‌ର ଏହି ଫିଲ୍ମ ଓ୍ବାର୍ଲଡ ଓ୍ବାଇଡ୍‌ ୩୫୫୦ ସ୍କ୍ରିନରେ ରିଲିଜ୍‌ କରାଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଆୟୁଷ୍ମାନଙ୍କ ପ୍ରଥମ ଫିଲ୍ମ ଭାବେ ଏହା ସର୍ବାଧିକ ସ୍କ୍ରିନରେ ରିଲିଜ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲିବ୍ରେଶନ ମୁଡ୍‌ରେ ‘କୁଲି ନଂ-୧’ ବରୁଣ

ମୁମ୍ବାଇ: ବରୁଣ ଧାଓ୍ବନ ଏବଂ ସାରା ଅଲି ଖାନ୍‌ଙ୍କ ଅପ୍‌କମିଂ ଫିଲ୍ମ ‘କୁଲି ନଂ-୧’ର ଶୁଟିଂ ଶେଷ ହୋଇଯାଇଛି। ଏହାପରେ ଏକଦମ୍‌ ସେଲିବ୍ରେଶନ ମୁଡ୍‌ରେ ଅଛନ୍ତି...

ଆସିମ୍‌ଙ୍କ ସମର୍ଥନରେ WWE ଷ୍ଟାର ଜନ୍‌: ଧନ୍ୟବାଦ ଜଣାଇଲେ ପ୍ରଶଂସକ

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ର ଫାଇନାଲ ଯେତେ ପାଖେଇ ଆସୁଛି, ପ୍ରତିଯୋଗୀମାନେ ସେତିକି ବିଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ବଡ଼ କଳାକାର ନଚେତ...

ମାତ୍ର ୫ ଟଙ୍କା ପାଇଁ ଗୀତ ଗାଉଥିଲେ ସୋନୁ ନିଗମ

ସିଙ୍ଗର ସୋନୁ ନିଗମ ବଲିଉଡ୍‌ରେ ମ୍ୟୁଜିକ୍‌ ମାଫିଆ ବିଷୟରେ କହିବା ପରଠାରୁ ଏକ ଭିନ୍ନ ପ୍ରକାର ବିବାଦ ଆରମ୍ଭ ହୋଇଯାଇଛି। ସୋନୁ ଯେଉଁପରି ଭାବେ ଟି...

ଆଗାମୀ ଇଦ୍‌ରେ ଆସିବ ସଲମାନ୍‌ଙ୍କ ‘ରାଧେ’

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’ ଆଗାମୀ ଡିସେମ୍ବରରେ ରିଲିଜ୍‌ ହେବ। ତେବେ ଇତିମଧ୍ୟରେ ତାଙ୍କ ଅଭିନୀତ ଆଉ ଏକ ସିନେମା ‘ରାଧେ’ର...

‘୮୩’ ରିଲିଜ୍‌ ହେବା ପୂର୍ବରୁ ଟ୍ରୋଲ୍‌ ହେଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ ଏବେ ରିଲିଜ୍‌ ଅପେକ୍ଷାରେ। ୧୯୮୩ରେ ଭାରତ କ୍ରିକେଟ ଓ୍ବାର୍ଲଡ କପ୍‌ ଜିତି ଇତିହାସ ସୃଷ୍ଟି...

ଓଜନିଆ ଗାଉନ୍‌ ପିନ୍ଧି ଟ୍ରୋଲ୍‌ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା

ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା...

ରିଲିଜ ହେଲା ‘ଆର୍ଟିକଲ-୧୫’

ଫିଲ୍ମ ଫ୍ରାଇଡେ’ରେ  ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ...

‘ଇଣ୍ଡିଆନ୍‌ ଆଇଡଲ’ରେ ଅନୁଙ୍କ ସ୍ଥାନ ନେଲେ ହିମେଶ

ବମ୍ବେ: ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକଙ୍କ ସ୍ଥାନ ନେଲେ ହିମେଶ ରେଶମିୟା। ଲୋକପ୍ରିୟ ସିଙ୍ଗିଙ୍ଗ୍‌ ରିଆଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌’ ଜଜ୍‌(ବିଚାରପତି) ଆସନ ଅନୁ...

Coronavirus Update


Archives

Model This Week

Why Dharitri