ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଟ୍ରଷ୍ଟ ବୋର୍ଡର ବରିଷ୍ଠ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର ପ୍ରଧାନ, ଜଗନ୍‌ ମୋହନ ଗଡନାୟକ, ସଞ୍ଜୟ କୁମାର ସାହୁ, ମୁରଲୀଧର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ତାଳଚେରର ଅମୃତା ଅନୁଷ୍ଠାନ, ଗୁରୁ ଜି.ଅମିତ୍‌ କୁମାରଙ୍କ ନିର୍ଦ୍ଦେଶନାରେ ମୟୁରୀ ଡ୍ୟାନ୍ସ ଗ୍ରୁପ ଏବଂ ଗୁରୁ ନିରଞ୍ଜନ ରାଉତଙ୍କ ନିର୍ଦ୍ଦେଶନାରେ ଭୁବନେଶ୍ୱର ନୁପୁର ଡ୍ୟାନ୍ସ୍‌ ଗ୍ରୁପ ନୃତ୍ୟ ପରିବେଷଣ କରି ଦର୍ଶକମାନଙ୍କୁ ବିମୋହିତ କରିଦେଇଥିଲେ। ସେହିପରି ଏଫ୍‌ସିସିଆଇ ବିକ୍ରମପୁରର ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ପାରମ୍ପରିକ ଆଦିବାସୀ ନୃତ୍ୟ ଓ କଳାହାଣ୍ଡି ଭବାନୀପାଟଣାର ମୃଣ୍ମୟୀ କଲଚରାଲ ସୋସାଇଟିର କଳାକାରମାନଙ୍କ ଘୁମୁରା ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲା। ଏହି କାର୍ଯ୍ୟକ୍ରମକୁ ମୁକୁନ୍ଦ ଶତପଥୀ ଓ ସଞ୍ଜୀବ ପଟ୍ଟନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଯୁବକ ମୃତ, ବୃଦ୍ଧ ଗୁରୁତର

ବ୍ରହ୍ମପୁର ଅଫିସ,୨୭।୬: ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଯାଉଛି। ଏନେଇ ଜନସାଧାରଣଙ୍କୁ ସଚେତନ ମଧ୍ୟ...

ମରାମତିକୁ ସପ୍ତାହେ ପୂରିନି, ବ୍ରାହ୍ମଣୀ ପୋଲରେ ଫାଟ

ରସୁଲପୁର,୪ା୮(ଡି.ଏନ.ଏ.): ରସୁଲପୁର ବ୍ଲକ ସୀମା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ପୁରଣା ପୋଲରେ ବଡ଼ ଫାଟ ସୃଷ୍ଟି ହୋଇଛି। ୧୬ନଂ. ଜାତୀୟ ରଜାପଥ ସମ୍ପ୍ରସାରଣ ଓ...

କ୍ୟାବିନେଟରେ ୧୬ ପ୍ରସ୍ତାବକୁ ମୋହର: ୩ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ; ଶଙ୍କରାଚାର୍ଯ୍ୟ ମଠ, ଲାଞ୍ଜିଗଡ ରେଳ ପ୍ରକଳ୍ପକୁ ଜମି

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟ ସରକାର ବସୁଧା ଯୋଜନାରେ ପୁରୀ ଓ ନବରଙ୍ଗପୁର ଜିଲାରେ ୩ଟି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରିବେ । ପଞ୍ଚାୟତିରାଜ ଓ...

ବିନା ପଞ୍ଜୀକରଣରେ ସ୍କୁଟି ବିକ୍ରି:ଡିଲରଙ୍କ ଉପରେ ୧ ଲକ୍ଷ ଜରିମାନା

କଟକ ଅଫିସ,୧୭-୯:କଟକ ଜିଲା ବାରଙ୍ଗ ଥାନା ସମ୍ମୁଖରେ ଗତ ୧୨ରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ଚେକିଂ ଚାଲିଥିବାବେଳେ ଜବତ ହୋଇଥିବା ସ୍କୁଟିକୁ ନେଇ...

୫-ଟି ଅନୁଦାନ ବାଟମାରଣା

ଢେଙ୍କାନାଳ ଅଫିସ,୨୧।୪: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ପଞ୍ଚାୟତର ରଘୁନାଥଜୀଉ ବିଦ୍ୟାମନ୍ଦିରରେ ‘୫-ଟି’ ଅନୁଦାନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ବାରମାରଣା କରାଯାଉଥିବା ଅଭିଯୋଗ...

ଆବାସ ଯୋଜନାରୁ ବଁଚିତ୍‌ ଦ୍ରୌପଦୀ

ପର୍ଲା, ୧୭।୧ (ଡି.ଏନ୍‌.ଏ)-  ମୁଇଁ ଘର ଖଁଡ଼େ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛେଁ। ବରଷା ମାସ୍‌ ସାରା ନାଇଁ ଶୁଇ, ପାଏନ୍‌ ଛେଦେଇ ଛେଦେଇ ରାଏତ୍‌...

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି।...

ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ

ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି...

Advertisement
Archives

Model This Week