ଦର୍ଶକ ବିନା ଆଇପିଏଲ୍‌, ବରଯାତ୍ରୀ ନ ଥିବା ବିବାହ ଭଳି: ଇରଫାନ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଆଇପିଏଲ୍‌ ମ୍ୟାଚ୍‌ ବିନା ଦର୍ଶକରେ ଖେଳାଯିବା ନେଇ ଯୋଜନା କରାଯାଉଛି। ତେବେ ଏଭଳି ମ୍ୟାଚ୍‌ ନେଇ ଭାରତୀୟ କ୍ରିକେଟର ଇରଫାନ୍‌ ପଠାନ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। ଇରଫାନ୍‌ କହିଛନ୍ତି ଯେ,ଦର୍ଶକ ବିନା ଆଇପିଏଲ୍‌, ବରଯାତ୍ରୀ ନ ଥିବା ବିବାହ ଭଳି। କ୍ରିକେଟ ମ୍ୟାଚ୍‌ରେ ଦର୍ଶକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ମାତ୍ର କରୋନା ମହାମାରୀ ଯୋଗୁ ସାମାଜିକ ଦୂରତା ବଜାୟ ରଖିବା ଅପରିହାର୍ଯ୍ୟ ହୋଇପଡ଼ିଛି। ତେଣୁ ଷ୍ଟାଡ଼ିୟମରେ ଦର୍ଶକଙ୍କ ବିନା ଖେଳ ଆୟୋଜନ କରାଯିବାକୁ ଯୋଜନା ହେଉଛି। ସୂଚନାଯୋଗ୍ୟ,ଆଇପିଏଲ୍‌ ମ୍ୟାଚ୍‌ ମାର୍ଚ୍ଚ ୨୯ରେ ଆରମ୍ଭ ହେବାର ଥିଲା। କିନ୍ତୁ କରୋନା ସଙ୍କଟ ଯୋଗୁ ଏହାର ଭବିଷ୍ୟତ ଏବେ ଅନିଶ୍ଚିତତା ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମସଜିଦ୍‌ରେ କୋଭିଡ଼ ସେଣ୍ଟର…

ଅହମଦାବାଦ,୨୦।୪: ଗୁଜରାଟରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନ କୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ହସ୍ପିଟାଲରେ ଆଉ ବେଡ୍‌ ଖାଲି...

ଗଲ୍‌ଫ ଖେଳାଳି ନିକ୍‌ ଓ୍ବାଟ୍‌ନୀଙ୍କୁ କରୋନା

ହିଲଟନ ହେଡ୍‌ ଆଇଲାଣ୍ଡ (ୟୁ.ଏସ୍‌.ଏ)୨୧ା୬: ପାଞ୍ଚ ଥର ପିଜିଏ ଟୁର୍‌ ବିଜେତା ନିକ୍‌ ଓ୍ବାଟ୍‌ନୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। କିଛି ଦିନ ବନ୍ଦ ରହିବା...

ଆଗାମୀ ୧୦-୧୨ ଦିନ ମଧ୍ୟରେ ବଢିପାରେ କରୋନା ସଂକ୍ରମଣ, ହେଲେ…

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନା ସଂକ୍ରମଣ ଏଣ୍ଡେମିକ ଷ୍ଟେଜ ଆଡକୁ ଗତି କରୁଛି। ଆସନ୍ତା ୧୦-୧୨ ଦିନ ମଧ୍ୟରେ ଏହି ମାମଲା ବଢିପାରେ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧିକାରୀମାନେ...

ପୁଣିଥରେ ସିଂଘମ ହେବାକୁ ଚାହୁଁଛନ୍ତି ଅଜୟ

ମୁମ୍ବାଇ: କରୋନା ଭାଇରସ ସହ ଲଢିବାକୁ ଏବେ ଯୋଦ୍ଧା ହୋଇ ଆଗଧାଡିରେ ଅଛନ୍ତି ଡାକ୍ତର, ନର୍ସ ଓ ପୋଲିସ। ଏହି ଯୁଦ୍ଧରେ ଜିତିବାକୁ ସମସ୍ତେ ଚେଷ୍ଟା...

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରାଙ୍କ କରୋନା ରିପୋର୍ଟ କ’ଣ ବାହାରିଲା ଜାଣନ୍ତୁ…

ନୂଆଦିଲ୍ଲୀ,୬।୮: ଓ୍ବେଷ୍ଟଇଣ୍ଡିଜ୍‌ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ସେ ପଜିଟିଭ ବୋଲି ଚର୍ଚ୍ଚା ହେଉଥିଲେ ମଧ୍ୟ ସେ...

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ ଆବୁଧାବି,୬।୧୦: ଶେଷ ବଲ ପର୍ଯ୍ୟନ୍ତ ଚାଲିଲା ମ୍ୟାଚ୍‌। ତଥାପି ଜିତିପାରିଲା ନାହିଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)।...

ବାଂଲାଦେଶ ୨୩୧ରେ ଅଲ୍‌ଆଉଟ, ସିରିଜ୍‌ ଜିତିବା ଲକ୍ଷ୍ୟରେ ଭାରତ

ଢାକା,୨୪।୧୨: ଭାରତ ବିପକ୍ଷ ଅନ୍ତିମ ଟେଷ୍ଟର ଶନିବାର ତୃତୀୟ ଦିନରେ ବାଂଲାଦେଶ ଦ୍ୱିତୀୟ ଇନିଂସରେ ୨୩୧ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ପ୍ରଥମ ଇନିଂସରେ...

ବୌଦ୍ଧ ଜିଲାରେ ୮୨ ସଙ୍ଗରୋଧ କେନ୍ଦ୍ର

ବୌଦ୍ଧ, ୩୧ା୩(ସ୍ବପ୍ର): କରୋନା ସଂକ୍ରମଣ ମୁକାବିଲା ପାଇଁ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଜିଲାରେ ୩ଟି ବ୍ଲକ ଓ ଏନଏସିରେ ୮୨ଟି...

Advertisement
Archives

Model This Week