ଦଳିତଙ୍କ ଉପରେ ଅତ୍ୟାଚାର: ନେତାଙ୍କୁ ଗିରଫ ଦାବିରେ ଧାମରା ମେରାଇନ ଥାନା ଘେରାଉ

ଚାନ୍ଦବାଲି,୧୧ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମେରାଇନ ଥାନା ଅନ୍ତର୍ଗତ ଜାଗୁଳା ପଞ୍ଚାୟତ ଜାଗୁଳା ଗ୍ରାମର ଜଣେ ପ୍ରଭାବଶାଳୀ ନେତା କେତେକ ଦଳିତଙ୍କ ଉପରେ ଅତ୍ୟାଚାର କରୁଛନ୍ତି। ଏ ନେଇ ତାଙ୍କ ବିରୋଧରେ ଧାମରା ମେରାଇନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲେ ମଧ୍ୟ ପୋଲିସ ସମ୍ପୃକ୍ତ ନେତାଙ୍କୁ ଗିରଫ କରୁନାହିଁ। ତୁରନ୍ତ ତାଙ୍କୁ ଗିରଫ ଦାବିରେ ଜାତୀୟ ଦଳିତ ସଂଘ ଭଦ୍ରକ ଜିଲା ଶାଖା ପକ୍ଷରୁ ଶୁକ୍ରବାର ମଧ୍ୟାହ୍ନରେ ଧାମରା ମେରାଇନ ଥାନା ଘେରାଓ କରାଯାଇଛି। ଏ ନେଇ ପୂର୍ବରୁ ସଂଘ ପକ୍ଷରୁ ଜିଲା ଏସ୍‌ପି ଓ ଅନ୍ୟମାନଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଠାକୁରାଣୀଙ୍କ ଘଣ୍ଟଯାତ୍ରା ଉଦ୍‌ଯାପିତ

ଲାଞ୍ଜିଗଡ,୧।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ମା’ ଠାକୁରାଣୀଙ୍କ ଘଟଯାତ୍ରା ଶୁକ୍ରବାର ଉଦ୍‌ଯାପିତ ହେଇଯାଇଛି। ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ ଦର୍ଶନ...

ନ୍ୟାୟ ଦେବାରେ ପୋଲିସର ପକ୍ଷପାତିତା

ପାଣିକୋଇଲି,୨୪।୧୧(ଡି.ଏନ.ଏ.): ଦଳିତଙ୍କୁ ନିର୍ଯାତନା ଓ ପୋଲିସର ପକ୍ଷପାତିତା ନୀତି ବିରୋଧରେ ଜିଲା ଦଳିତ ସଂଘ ପକ୍ଷରୁ ମଙ୍ଗଳବାର ପାଣିକୋଇଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ...

ଭତାର ଲାଗି ୭ଥର ଆବେଦନ କରି ବୁରୁଧ୍‌ ନିରାଶ

ଗଣ୍ଡତୁରୁମ, ୨୩।୧୦(ଡି.ଏନ୍‌.ଏ.)-ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଚାଉଲଠାନୁ ମୂଲ କରି ଅବାସ ଯୋଜନାରେ ଘର, ବୁଢ଼ାବୁଢ଼ି, ଭିନ୍ନକ୍ଷମମାନକୁ ଭତା ଯୁଗେଇ...

ରାଶନ କାର୍ଡ ଜାଲିଆତି ଗୁମର ଫିଟିଲା: ଦେଢ଼ବର୍ଷ ଧରି ଉଠାଣ ହେଉଥିଲା ରାଶନ ସାମଗ୍ରୀ

ନୟାଗଡ଼ ଅଫିସ/ରଣପୁର,୧୯।୬(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତ କରଡାପଲ୍ଲୀର ବାଳାମଣୀ ପଲେଇ ଓ ନରସିଂହପୁରର ଝରଣା ସାହୁଙ୍କ ନାମରେ ଦୀର୍ଘ ଦେଢ଼ବର୍ଷ ହେଲା ଉଠାଣ ହେଉଥିଲା...

ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):  କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର...

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି।...

ଭୀମରାଓପେଟାରେ ଜୁଆଆଡ୍ଡା ଉପରେ ଚଢ଼ାଉ: ୨ପୂର୍ବତନ କର୍ପୋରେଟରଙ୍କ ସମେତ ୧୫ ଗିରଫ, ୭ ଲକ୍ଷ ୬୮ ହଜାର,୧୬ମୋବାଇଲଜବତ

ବ୍ରହ୍ମପୁର ଅଫିସ ,୧୧।୧୦: ଗଞ୍ଜାମ ଜିଲା ଟାଉନ ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଭିମାରାଓପେଟାରେ ଏକ ଘର ଭିତରେ ଚାଲିଥିବା ଜୁଆ ଆଡ୍ଡା ଉପରେ...

୧୩ ନଂ. ଜୋନ୍‌ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର

ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ...

Advertisement
Archives

Model This Week