Posted inଜାତୀୟ

ଦଳିତ ଏମ୍‌ପିଙ୍କୁ ଗାଁରେ ପୂରାଇଦେଲେନି

ବେଙ୍ଗାଲୁରୁ,୧୮ା୯: କର୍ନାଟକର ଦଳିତ ଏମ୍‌ପି ଏ. ନାରାୟଣସ୍ବାମୀଙ୍କୁ ତାଙ୍କ ସଂସଦୀୟ କ୍ଷେତ୍ରର ଏକ ଗାଁରେ ଗୋଲ୍ଲା (ଓବିସି) ସମ୍ପ୍ରଦାୟର ଲୋକେ ପୂରାଇଦେଲେ ନାହିଁ। ଚିତ୍ରଦୁର୍ଗ ଆସନରୁ ପ୍ରତିନିଧିତ୍ୱ କରୁଥିବା ନାରାୟାଣସ୍ବାମୀ ନିମ୍ନଜାତିର ହୋଇଥିବାରୁ ତାଙ୍କୁ ଅସ୍ପୃଶ୍ୟ କହି ଗାଁ ଲୋକେ ଘଉଡ଼ାଇଦେଇଛନ୍ତି।
ଭାଜପା ଏମ୍‌ପି ନାରାୟଣସ୍ବାମୀ ସୋମବାର ଏକ ଫାର୍ମା କମ୍ପାନୀର ଡାକ୍ତରୀ ଦଳ ଓ ଅନ୍ୟ ଅଧିକାରୀଙ୍କ ସହ ମିଶି ଟୁମୁକୁର ଜିଲା ପ୍ରଭାଗଡ଼ସ୍ଥିତ ଗୋଲ୍ଲାରାହାଟ୍ଟି ଗ୍ରାମକୁ ଯାଇଥିଲେ। ହେଲେ ଗାଁକୁ କେବେ ଦଳିତ କିମ୍ବା ଛୋଟ ଜାତିର ଲୋକ ପ୍ରବେଶ କରି ନ ଥିବା କହି ଗୋଲ୍ଲା ସମ୍ପ୍ରଦାୟର ଲୋକେ ତାଙ୍କୁ ଅପମାନିତ କରିଥିଲେ। ଏଥିସହ ତାଙ୍କୁ ସେଠାରୁ ଫେରିଯିବାକୁ କହିଥିଲେ। କିଛି ସମୟର ଯୁକ୍ତିତର୍କ ପରେ ନାରାୟଣସ୍ବାମୀ ସେଠାରୁ ନିଜ କାର୍‌ରେ ଫେରିଯାଇଥିଲେ। ଏମ୍‌ପିଙ୍କୁ ନିର୍ଦ୍ଦିଷ୍ଟ ଭାବେ କିଏ ଗାଁରେ ପୂରାଇ ଦେଲେନାହିଁ ସେନେଇ ପୋଲିସ ତଦନ୍ତ ଚଳାଇଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri