Posted inଜାତୀୟ

ଦଳ ବିରୋଧୀ କାର୍ଯ୍ୟ ପାଇଁ ଜ୍ୟୋତିରାଦିତ୍ୟ କଂଗ୍ରେସରୁ ବହିଷ୍କୃତ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶରେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସର ବରିଷ୍ଠ ସଦସ୍ୟ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି। ଜ୍ୟୋତିରାଦିତ୍ୟ ନିଜ ଇସ୍ତଫା ଦେଇ ଏହାର ଏକ ଫଟୋ ନିଜ ଟୁଇଟର ହ୍ୟାଣ୍ଡେଲର ଶେୟାର କରିଥିଲେ। ପରେ ପରେ କଂଗ୍ରେସ ପକ୍ଷରୁ ବେଣୁଗୋପାଳ ଏଭଳି ବିବୃତ୍ତି ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ତଥ୍ୟ ଦେଇ ୨ ଯବାନ ଗିରଫ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ମହିଳା ଏଜେଣ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୋପନ ତଥ୍ୟ ଦେବା ଅଭିଯୋଗରେ ୨ ଯବାନଙ୍କୁ ଗିରଫ କରାଯାଇଛି। ଲାନ୍ସ ନାଏକ...

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି...

‘ଫେୟାର ଆଣ୍ଡ ଲଭ୍‌ଲି’ରୁ ହଟିବ ‘ଫେୟାର’

ନୂଆଦିଲ୍ଲୀ,୨୬ା୬:ଦେଶର ସର୍ବବୃହତ୍‌ କଞ୍ଜ୍ୟୁମର ପ୍ରଡକ୍ଟ ବ୍ରାଣ୍ଡ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌(ଏଚ୍‌ୟୁଏଲ୍‌) ଏହାର ଲୋକପ୍ରିୟ ଫେୟାରନେସ କ୍ରିମ୍‌ ‘ଫେୟାର ଆଣ୍ଡ ଲଭ୍‌ଲି’ର ନାମକୁ ବଦଳାଇବ। ଏହି ପ୍ରଡକ୍ଟର...

ଏମ୍ସ ଆସିଲେ ଡେରା ମୁଖ୍ୟ ରାମ ରହିମ

ରୋହତକ,୧୩ ।୭: ରୋହତକର ସୁନରିୟା ଜେଲରେ ବନ୍ଦୀ ଜୀବନ କାଟୁଥିବା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଛି ।...

କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ...

ବଢିଲା ରାମ ଜନ୍ମଭୂମି ନ୍ୟାସର ମୁଖ୍ୟଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୦।୧: ରାମ ଜନ୍ମଭୂମି ନ୍ୟାସର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିବା ଜଣାପଡିିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର...

ସକାଳ ୯ଟା ସୁଦ୍ଧା ପହଞ୍ଚିବାକୁ ପଡିବ କାର୍ଯ୍ୟାଳୟରେ

ଚଣ୍ଡିଗଡ଼,୨୧ ।୯: ପଞ୍ଜାବର ନୂଆ ସରକାର ତାଙ୍କ କାର୍ଯ୍ୟର ଦ୍ରୁତ ଅଗ୍ରଗତି ପାଇଁ ସମସ୍ତ ସରକାରୀ ଅଧିକାର ଓ କର୍ମଚାରୀଙ୍କୁ ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ...

ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଆଡଭାଇଜରୀ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ, ୧୦।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାକୁ ଦୃଷ୍ଟିରେ ରଖି ମହିଳାଙ୍କୁ ସୁରକ୍ଷା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମର୍ମରେ କେନ୍ଦ୍ର...

Advertisement


Archives

Model This Week