Posted inଖେଳ

ଦଶନ୍ଧି ପରେ ଶରଥଙ୍କୁ ଟାଇଟଲ

ମସ୍କଟ, ୧୬ା୩ (ପି.ଟି.)-ଭାରତର ଭେଟେରାନ ଟେବୁଲ ଟେନିସ ଖେଳାଳି ଅଚନ୍ତା ଶରଥ କମଲ ଏକ ଦଶନ୍ଧି ପରେ ଏକ ଟାଇଟଲ ଜିତିବାରେ ସମର୍ଥ ହୋଇଛନ୍ତି। ଏଠାରେ ଚାଲିଥିବା ଆଇଟିଟିଏଫ୍‌ ଚ୍ୟାଲେଞ୍ଜର ପ୍ଲସ୍‌ ଓମାନ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ସେ ପର୍ତ୍ତୁଗାଲରେ ମାର୍କସ ଫ୍ରିଟାସଙ୍କୁ ୬-୧୧, ୧୧-୮, ୧୨-୧୦, ୧୧-୯, ୩-୧୧, ୧୭-୧୫ରେ ହରାଇ ଦେଇଛନ୍ତି। ଏହା ପୁର୍ବରୁ ସେ ୨୦୧୦ରେ ଇଜିପ୍ଟ ଓପନ ଜିତିଥିଲେ। ୩୭ ବର୍ଷୀୟ ଶରଥ ସେମିଫାଇନାଲରେ ରୁଷିଆର କିରିଲ ସ୍କାଚକୋଭଙ୍କୁ ପରାସ୍ତ କରିଥିଲେ। ଚତୁର୍ଥ ସିଡ୍‌ ଶରଥ୍‌ ଏହି ମ୍ୟାଚ୍‌ର ପ୍ରଥମ ଦୁଇ ଗେମ୍‌କୁ ଯଥାକ୍ରମେ ୧୧-୧୩, ୧୧-୧୩ରେ ହାରିଯାଇଥିଲେ। କିନ୍ତୁ ଏହାପରେ ୧୩-୧୧, ୧୧-୯, ୧୩-୧୧, ୮-୧୧, ୧୧-୭ରେ ଜିତି ଫାଇନାଲରେ ସ୍ଥାନ ପକ୍କା କରିନେଇଥିଲେ। ସାତ ସେଟ୍‌ ବିଶିଷ୍ଟ ଏହି ସେମିଫାଇନାଲ ମ୍ୟାଚ୍‌ ଏକ ଘଣ୍ଟା ୮ ମିନିଟ୍‌ ଧରି ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ପ୍ରଶଂସାରେ ପୋତିଲେ ସଚିନ: କହିଲେ ‘ସେ ଲିଡର୍‌, ପରିସ୍ଥିତି ଯେମିତି ହେଉନା କାହିଁକି…’

ମୁମ୍ବାଇ,୨୧।୮: ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଭାରତୀୟ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମାଙ୍କ ପ୍ରଶଂସା କରିଛନ୍ତି। ହିତ ଏବେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟ ସିରିଜରେ ଓପନର୍‌...

ଦିଲ୍ଲୀ କ୍ୟାପିଟାଲ୍ସକୁ ଆଉ ଏକ ଝଟକା: ଆଇପିଏଲ୍‌ରୁ ବାଦ୍‌ ପଡିଲେ ଏହି ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୯।୪: ପୁଣି ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା। ଦଳର ଗୁରୁତ୍ୱପୂର୍ଣ୍ଣ ଦ୍ରୁତ ବୋଲର କମଳେଶ ନାଗରକୋଟିଙ୍କ ପିଠିରେ ଆଘାତ ଯୋଗୁ ସେ ଆଇପିଏଲ୍‌ର ପୂରା ସିଜନରୁ ବାଦ୍‌...

କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ, ସେହ୍ବାଗଙ୍କ ପ୍ରେମ କାହାଣୀ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ...

ଯୁବରାଜଙ୍କ ଫୋନ୍‌ କଲ୍‌କୁ ଅପେକ୍ଷା କରିଛନ୍ତି ଏହି କ୍ରିକେଟର୍‌: ଜାଣନ୍ତୁ କାହିଁକି

ନ୍ୟୁୟର୍କ,୧୨।୯: ଆମେରିକା ପାଇଁ ଖେଳୁଥିବା ଭାରତୀୟ ମୂଳ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜସକରନ ମାଲହୋତ୍ରା ୨ ଦିନ ପୂର୍ବରୁ ଦିନିକିଆ କ୍ରିକେଟରେ ଇତିହାସ ସୃଷ୍ଟି କରିଥିଲେ।...

ଇତିହାସ ରଚିଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର: ପଛରେ ପଡ଼ିଲେ ସଚିନ-ସେହ୍ବାଗ…

ଲାହୋର,୨୨।୩: ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟରେ ଇତିହାସ ରଚିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌। ଟେଷ୍ଟର ପ୍ରଥମ ଇନିଂସରେ ସ୍ମିଥ ୫୯ ରନର ଇନିଂସ ଖେଳି...

କରୋନା ଆକ୍ରାନ୍ତ ହେଲେ ଏହି ଭାରତୀୟ ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମାନସୀ ଜୋଶୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଆସନ୍ତା ମାସରେ ୟୁଏଇରେ ଖେଳାଯିବାକୁ ଥିବା...

କରୋନା ମୁକାବିଲା: ୮ କୋଟି ଲେଖାଏ ଦାନ କଲେ ମେସି, ଗୁଆର୍ଡିଲୋ

ବାର୍ସିଲୋନା,୨୫।୩- କରୋନା ଭାଇରସ ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହି ଭାଇରସ ଯୋଗୁ ବିଭିନ୍ନ ଦେଶରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଏହି ପରିସ୍ଥିତିର...

ପିତାଙ୍କୁ ମୃତ୍ୟୁରେ କୋହଲିଙ୍କ ଆଖିରେ ନ ଥିଲା ଟୋପାଏ ଲୁହ, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ପିତାଙ୍କ ମୃତ୍ୟୁ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ବଦଳାଇ...

Advertisement
Archives

Model This Week