ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦଶମନ୍ତପୁର ଜୋନ୍‌ ୧ରୁ ନରି ହିକ୍କା ଏବଂ ପଟାଙ୍ଗୀ ଜୋନ୍‌ ୧ରୁ ତିରୁପତି ସାରା ଦଳୀୟ ସମର୍ଥକଙ୍କ ସହ ଆସି ଏହି ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକାଦୃତ ହେଉଛି ଲୋକକଳା

ଢେଙ୍କାନାଳ ଅଫିସ, ୨୪।୧୦:ଓଡ଼ିଶାର ସମୃଦ୍ଧ ଲୋକକଳାକୁ ଲୋକାଭିମୁଖୀ କରାଇବା ଉଦ୍ଦେଶ୍ୟରେ ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିଲେ ସ୍ବତନ୍ତ୍ର ଯୋଜନା। ଏହି ମହତ୍‌ ଅଭିଯାନର...

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ,୮ା୨ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଏହି...

ପଙ୍କପାଳରେ ଭୂତଳ ଜଳ ସଙ୍କଟ

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୦।୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ଖରାଦିନେ ଲୋକେ ପାଣି ପାଇଁ ହାହାକାର...

କେନ୍ଦ୍ରୀୟ ଅର୍ଥ କମିଶନ ଅନୁଦାନ ହେରଫେର: ସରପଞ୍ଚ ନିଲମ୍ବିତ

ବରଗଡ଼ ଅଫିସ,୨୯।୫: ବରଗଡ଼ ଜିଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ପଞ୍ଚାୟତର ସରପଞ୍ଚ ଉଦିଆଁ ଲୁହାଙ୍କୁ ନିଲମ୍ବିତ କରାଯାଇଛି । କେନ୍ଦ୍ରୀୟ ଅର୍ଥ କମିଶନ(ସିଏଫସି) ଅନୁଦାନ...

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା...

ଡାକବଙ୍ଗଳା ବଜାରରେ ଭୋରୁ ଲାଗିଲା ନିଆଁ: ଚାହୁଁ ଚାହୁଁ ଜଳିଗଲା ୪ ଦୋକାନ

ଭୋଗରାଇ,୨୩।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ ଡ଼ାକବଙ୍ଗଳା ବଜାରରେ ବୁଧବାର ଭୋରରୁ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ଦେକାନରେ ନିଆଁ ଲାଗି ଲଖ୍ୟଧିକ...

ରେଞ୍ଜ୍‌ ଦାୟିତ୍ୱରେ ତଳିଆ କର୍ମଚାରୀ

ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ରେଞ୍ଜ କାର୍ଯ୍ୟାଳୟ ଦାୟିତ୍ୱରେ ରହୁଛନ୍ତି ତଳିଆ କର୍ମଚାରୀ। ଦୀର୍ଘଦିନ ଛୁଟି ଦର୍ଶାଇ...

କୁଆପଥର ବର୍ଷା: ଶତାଧିକ ପକ୍ଷୀ ମୃତ

ବୈପାରିଗୁଡ଼ା,୧୩।୧ (ଡି.ଏନ୍‌.ଏ.)  ବୈପାରିଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର କୁଆପଥର ବର୍ଷା ହୋଇଛି। ଏଥିରେ ବଡବଡ ଗଛ ଉପୁଡି ପଡଛି। କେତେକ ସ୍ଥାନରେ ବହୁ ସଂଖ୍ୟକ ପକ୍ଷୀ...

Advertisement
Archives

Model This Week