ଦଶହରାରେ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଇମ୍ରାନ୍‌ଙ୍କ ମନ୍ତ୍ରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ,୮।୧୦: ଦଶହରା ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ମନ୍ତ୍ରୀ ଫଓ୍ବାଦ୍‌ ଚୌଧୁରୀ ଭାରତବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଓ୍ବାଦ୍‌ ବହୁ ସମୟରେ ଭାରତ ବିରୋଧରେ ମନ୍ତବ୍ୟ ଦେଇଥାନ୍ତି। ଶୁଭେଚ୍ଛାକୁ କେତେକ ସମର୍ଥନ କରିଥିବାବେଳେ କିଛି ଏହାକୁ ଟ୍ରୋଲ୍‌ କରିଛନ୍ତି। କେତେକ ଫଓ୍ବାଦ୍‌ଙ୍କୁ ଅଖଣ୍ଡ ଭାରତ ବିଷୟରେ ମନେ ପକାଇ ଦେଇଛନ୍ତି। ପାକିସ୍ତାନରେ ଥିବା ଆତଙ୍କବାଦୀ ମସୁଦ୍‌ ଆଝାର ଏବଂ ହାଫିଜ୍‌ ସଇଦ୍‌ଙ୍କୁ ହତ୍ୟା କରିବା ଲାଗି କିଛି ଲୋକ ଫଓ୍ବାଦ୍‌ଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପ୍ରବଳ ବର୍ଷା: ୭ ମୃତ

ଇସଲାମାବାଦ୍‌,୨୯।୭: ପାକିସ୍ତାନରେ ପ୍ରବଳ ବର୍ଷା ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏଥିରେ ୭ ଜଣଙ୍କ...

ଶେଷରେ ଶେୟାର ବିକିଲେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ,୧୧।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍‌ କମ୍ପାନୀ ଟେସ୍‌ଲାର ସିଇଓ ଏଲନ ମସ୍କ ଶେଷରେ ଶେୟାର ବିକିଛନ୍ତି। ନିଜ କମ୍ପାନୀର...

ଅନୱର ଇବ୍ରାହିମ ହେଲେ ମାଲେସିଆର ନୂଆ ପ୍ରଧାନମନ୍ତ୍ରୀ

କ୍ୱାଲାଲାମ୍ପପୁର,୨୪।୧୧: ମାଲେସିଆର ନୂତନ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ ହୋଇଛନ୍ତି ଅନୱର ଇବ୍ରାହିମ। ଦେଶର ନଅ ରାଜ୍ୟର ରାଜାମାନଙ୍କ ସହିତ ଏକ ସ୍ବତନ୍ତ୍ର ବୈଠକ ପରେ ଇବ୍ରାହିମଙ୍କ...

୨୧ ଦିନକୁ ବୃଦ୍ଧି ହେଲା କ୍ୱାରାଣ୍ଟାଇନ୍‌ ପିରିୟଡ

ଭୂଟାନ,୩୦।୩: କରୋନା ଭାଇରସର କ୍ୱାରାଣ୍ଟାଇନ୍‌ ପିରିୟଡକୁ ଭୂଟାନରେ ୨୧ ଦିନ ପାଇଁ ବୃଦ୍ଧି କରାଯାଇଛି। ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏତେ ଅଧିକ ନ ଥିଲେ...

ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ

ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋର୍‌ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା...

ଜନସଂଖ୍ୟା ସନ୍ତୁଳନ ପାଇଁ ସପ୍ତାହେ ଛୁଟି

ବେଜିଂ,୩।୪: ୨ ବର୍ଷ ହେଲା ଚାଇନାରେ ଜନ୍ମହାର କମିବାରେ ଲାଗିଛି। ଫଳରେ ଦେଶର ଜନସଂଖ୍ୟା ହ୍ରାସ ପାଇଛି। ଏହାକୁ ଦୃଷ୍ଟିରେ ରଖି ଜନସଂଖ୍ୟାରେ ସନ୍ତୁଳନ ଆଣିବା...

ମର୍ମନ୍ତୁଦ ସଡକ ଦୁର୍ଘଟଣା ୪୯ ମୃତ

ମେକ୍ସିକୋ,୧୦।୧୨: ଦକ୍ଷିଣ ମେକ୍ସିକୋର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ କାର୍ଗୋ ଟ୍ରକ ଶତାଧିକ ଲୋକଙ୍କୁ ନେଇ ଯାଉଥିବା ବେଳେ ଭୟଙ୍କର...

ଇଣ୍ଡୋନେସିଆରେ ଛୋଟପିଲାଙ୍କ ସମସ୍ତ ସିରପ୍‌ ଉପରେ ପ୍ରତିବନ୍ଧକ…

ଜାକର୍ତ୍ତା,୨୦।୧୦ : ଇଣ୍ଡୋନେସିଆ ସରକାର ଦେଶରେ ଉପଲବ୍ଧ ଥିବା ଛୋଟପିଲାଙ୍କ ସମସ୍ତ ସିରପ୍‌ ଏବଂ ସମସ୍ତ ତରଳ ଔଷଧ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗତ କିଛି...

Advertisement
Archives

Model This Week