ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଏକ ଦହିବରା ବୁଲା ବିକାଳୀ ଗୁରୁବାର ଅପରାହ୍ନରେ ଦହିବରା ବିକ୍ରି କରୁଥିବା ବେଳେ ଉପରୋକ୍ତ ୩ଟି ଗ୍ରାମର ମହିଳା, ପୁରୁଷ ଓ ଛୋଟ ପିଲାମାନେ ଦହିବରା କିଣି ଖାଇଥିଲେ। ଏହାର କିଛି ସମୟପରେ ସେମାନେ ପେଟରେ ଯନ୍ତ୍ରଣା ଅନୁଭ କରିବା ସହ ବାନ୍ତି କରିଥିଲେ। ଜଣଙ୍କ ପରେ ଜଣେ ଗଣିଆ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପଟେ ଦହିବରା ବିକାଳୀ କେଉଁଠାର ତାହା ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri