Posted inଜାତୀୟ

ଦହିହାଣ୍ଡି ଭଙ୍ଗା ଉତ୍ସବରେ ୧୩୩ ଆହତ

ମୁମ୍ବାଇ, ୨୫।୮: ମହାରାଷ୍ଟ୍ର ମୁମ୍ବାଇରେ ଦହିହାଣ୍ଡି ଭଙ୍ଗା ଉତ୍ସବରେ ବିଭିନ୍ନ ସ୍ଥାନରେ ହ୍ୟୁମାନ ପିରାମିଡ୍‌ ଭାଙ୍ଗିଯିବାରୁ ୧୩୩ ଜଣ ଆହତ ହୋଇଛନ୍ତି। ମୁମ୍ବାଇରେ ୧୧୯ ଜଣ ଆହତ ହୋଇଥିବାବେଳେ ଥାନେ ଅଞ୍ଚଳରେ ୧୪ ଜଣ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନ୍ମାଷ୍ଟମୀ ଉତ୍ସବ ପାଳନ ଅବସରରେ ଏଠାରେ ଦହିହାଣ୍ଡି ଭଙ୍ଗା ଉତ୍ସବ ପାଳିତ ହେଉଥିବାବେଳେ ଏଭଳି ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୌଣସି ଟିଭି ବିତର୍କରେ ଭାଗ ନେବେନି ବିଏସ୍‌ପି ମୁଖପାତ୍ର

ଲକ୍ଷ୍ନୌ,୧୨।୩: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ଗଣମାଧ୍ୟମ ଉପରେ ଜାତିଗତ ମନୋଭାବ ଆପଣାଉଥିବାର ଅଭିଯୋଗ କରିଛନ୍ତି। ଏଣୁ ବର୍ତ୍ତମାନଠାରୁ ତାଙ୍କ...

ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି

ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ।...

ଡିଜିପିଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ରାଞ୍ଚି, ୩୦ା୮: ଝାଡ଼ଖଣ୍ଡ ଦୁମ୍‌କା ଜିଲାର ଯୁକ୍ତ ୨ ଛାତ୍ରୀ ଅଙ୍କିତା ସିଂଙ୍କୁ ପେଟ୍ରୋଲ ଢାଳି ହତ୍ୟା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର...

କଂଗ୍ରେସ ଛାଡ଼ିଲେ ହାର୍ଦ୍ଦିକ ପଟେଲ

ଗାନ୍ଧିନଗର,୧୮।୫: ଗୁଜୁରାଟ ନିର୍ବାଚନର କିଛି ମାସ ପୂର୍ବରୁ କଂଗେସକୁ ବଡ଼ ଝଟକା। କଂଗ୍ରେସ ଛାଡିଲେ ଗୁଜୁରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ। ଦଳର ପ୍ରାଥମିକ ସଦସ୍ୟ...

୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ

ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ,...

ବନ୍ୟା ସ୍ଥିତି ଅସମ୍ଭାଳ: ଖାଦ୍ୟାଭାବ ନେଲାଣି ୧୧ ଗଣ୍ଡାଙ୍କ ଜୀବନ

ଗୁଆହାଟି,୨୨ା୭ : ଉତ୍ତରଭାରତରେ ବର୍ତ୍ତମାନ ଲଗାଣ ବର୍ଷା ହେଉଥିବାରୁ ଆସାମରେ ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟାରେ ଲୋକଙ୍କ ପ୍ରାଣ ହାନି ହେବା ସହ ପଶୁପକ୍ଷୀମାନେ...

୪ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୫…

ନୂଆଦିଲ୍ଲୀ, ୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ...

Advertisement
Archives

Model This Week