Posted inଜାତୀୟ

ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲା ପୋଲିସ ହେପାଜତରେ

ପାଟନା, ୯।୧: ଦାଉଦ୍‌ ଇବ୍ରାହିମ୍‌ଙ୍କ ନିକଟତମ ସହଯୋଗୀ ଇଜାଜ୍‌ ଲକଡ଼ଓ୍ବାଲାଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପୋଲିସ ଗିରଫ କରିଛି। ତାଙ୍କୁ ବିହାରର ପାଟନାଠାରୁ ଗିରଫ କରାଯିବା ପରେ ମୁମ୍ବାଇ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ଜାନୁୟାରୀ ୨୧ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୩ରେ ବ୍ୟାଙ୍କକ୍‌ରେ ଇଜାଜ୍‌ଙ୍କ ମୃତ୍ୟୁ ହୋଇଥିବା ନେଇ ଗୁଜବ ଉଠିଥିଲା। ମାତ୍ର ଇଜାଜ୍‌ ସେଠାରୁ କାନାଡ଼ା ଚାଲିଯାଇଥିବା ସୂଚନା ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା

ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ...

ମନ୍ତ୍ରୀଙ୍କୁ ମୋଦିଙ୍କ ତାଗିଦ୍‌, ନିର୍ବାଚନ ହେଉଥିବା ରାଜ୍ୟକୁ ଦିଅ ପ୍ରାଥମିକତା…

ନୂଆଦିଲ୍ଲୀ,୭।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ,ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ...

ରାଜସ୍ଥାନରେ କମିବ ତୈଳ ଦର

ଯୋଧପୁର,୧୦।୧୧: ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିବା ପରେ ରାଜସ୍ଥାନରେ ତୈଳ ଉପରୁ ଭ୍ୟାଟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ...

ନୂଆ ଗାଇଡ୍‌ଲାଇନ ସହ ରାଜଧାନୀରେ ଖୋଲିବ ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ,୩୦ ।୮: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୧ ବର୍ଷ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଏକ ପ୍ରକାର ବନ୍ଦ ରହିଛି କହିଲେ ଚଳେ ।...

ମୋଦି ନେଲେ କରୋନା ଟିକା

ନୂଆଦିଲ୍ଲୀ,୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କରୋନା ଟିକା ନେଇଛନ୍ତି। ସାର୍ବଜନୀକ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ସକାଳେ ଦିଲ୍ଲୀ ଏମ୍ସ୍‌ରେ ପହଞ୍ଚି ଟିକା...

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ...

କଶ୍ମୀର ଛାଡୁଛନ୍ତି ହିନ୍ଦୀଭାଷୀ ଶ୍ରମିକ

ଜମ୍ମୁ,୧୧ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆଇନଶୃଙ୍ଖଳା ପରିସ୍ଥିତି ଆଶଙ୍କାରେ ବିଭିନ୍ନ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଥିବାବେଳେ ବହୁସଂଖ୍ୟାରେ ହିନ୍ଦୀଭାଷୀ ଶ୍ରମିକ ଉପତ୍ୟକା...

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୮,୮୯୮ରୁ ଅଧିକ ନୂଆ ଆକ୍ରାନ୍ତ, ୯୮୩ ମୃତ

ନୂଆଦିଲ୍ଲୀ,୨୧।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୮ ହଜାର ୮୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

Advertisement
Archives

Model This Week