ଦାଦନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ: ଶାହା

ନୂଆଦିଲ୍ଲୀ,୨୯ା୩(ପି.ଟି.): ୨୧ ଦିନିଆ ଲକ୍‌ଡାଉନ ବେଳେ ଦାଦନ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଶନିବାର କହିଛନ୍ତି। ନିଜ ରାଜ୍ୟକୁ ଫେରି ନ ପାରି ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ ଓ ତୀର୍ଥଯାତ୍ରୀମାନଙ୍କ ଲାଗି ତୁରନ୍ତ ରିଲିଫ୍‌ କ୍ୟାମ୍ପ ସ୍ଥାପନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଦାଦନ ଶ୍ରମିକଙ୍କୁ ସମସ୍ତ ସୁବିଧା ଯୋଗାଇଦିଆଯିବ ବୋଲି କୋଭିଡ୍‌-୧୯ ମୁକାବିଲା ସମ୍ପର୍କିତ ସ୍ଥିତି ସମୀକ୍ଷା ବେଳେ ଶାହା କହିଛନ୍ତି। ଏଥିପାଇଁ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡିଆର୍‌ଏଫ୍‌)ରୁ ଅର୍ଥ ବ୍ୟୟ କରିବାକୁ ରାଜ୍ୟଗୁଡ଼ିକୁ ଅନୁମତି ଦିଆଯାଇଛି। ଆସନ୍ତା ଆର୍ଥତ୍କ ବର୍ଷ ଲାଗି ସରକାର ଏସ୍‌ଡିଆର୍‌ଏଫକୁ ୨୯,୦୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସେହିପରି ଦାଦନଙ୍କ ସ୍ବାସଥ୍ୟ ପରୀକ୍ଷା ଲାଗି କ୍ୟାମ୍ପ କରିବା ପାଇଁ ମଧ୍ୟ ରାଜ୍ୟଗୁଡ଼ିକୁ କୁହାଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଲଓ୍ବାମା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ପୁଲଓ୍ବାମା,୨।୫: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଡଙ୍ଗରପୋରା ଅଞ୍ଚଳରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଗୁଳିବିନିମୟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ...

କରୋନାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀ: କହିଲେ, ସତର୍କ ରହିବା ଜରୁରୀ

ନୂଆଦିଲ୍ଲୀ,୨୭।୪: ଗତ ୨ସପ୍ତାହ ଧରି ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂରେ ରାଜ୍ୟର ସମସ୍ତ...

ଓଡ଼ିଶାର ୮ ଜିଲାରେ ଆବଦ୍ଧ ଅଞ୍ଚଳ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି।...

୨୧ ବର୍ଷର ରେକର୍ଡ: ଯେଉଁ ଦଳ ଦିଲ୍ଲୀ ଜିତିଛି ସେହି ଦଳ କେନ୍ଦ୍ରରେ ଗଢ଼ିଛି ସରକାର !

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ୭ ଲୋକ ସଭା ଆସନ ଅତି ଗୁରୁତ୍ୱପୂର୍ଣ୍ଣ। ଗତ ୨୧ ବର୍ଷ ଧରି ଏସବୁ ଆସନ ନେଇ ଏକ ରେକର୍ଡ ରହିଛି। ଏସବୁ...

ଚାଇନାରେ ପୁଣି ଫେରିଲା କରୋନା ମହାମାରୀ, ଅଧିକାଂଶ ସହର ସମ୍ପୂର୍ଣ୍ଣ ଲକଡାଉନ, ହଜାର ହଜାର ଲୋକ ଘରେ ବନ୍ଦୀ

ବେଜିଂ,୧୧ ।୧୧: ଗତ ଏପ୍ରିଲ ମାସ ପରେ ଗୁରୁବାର ପୁଣିଥରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ...

ରୋଗ ଚିହ୍ନଟ ନ ହୋଇ ପୁଅଙ୍କ ମୃତ୍ୟୁ ହେବାରୁ ମା’ ହେଲେ ଡାକ୍ତରାଣୀ: ମାଗଣାରେ କରୁଛନ୍ତି ଚିକିତ୍ସା

ମିରଟ,୨୯।୧୦: ସବୁ ଦୁଃଖ, କଷ୍ଟ ଓ ବିପଦରୁ ନିଜ ପିଲାଙ୍କୁ ଘଣ୍ଟ ଘୋଡାଇ ରଖିଥାଏ ମା’। କିନ୍ତୁ ପିଲାକୁ ଟିକେ ଆଘାତ ଲାଗିଲେ ସେ ଭାଙ୍ଗିପଡ଼େ।...

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦି

ଗାନ୍ଧିନଗର,୩୦।୯: ତୃତୀୟ ସ୍ବଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଗାନ୍ଧିନଗର ଷ୍ଟେଶନରୁ ସବୁଜ...

Advertisement
Archives

Model This Week