ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ

ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍‌ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍‌ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍‌ର ଝରକା କାଚ ଭାଙ୍ଗିବା ସହ କର୍ମଚାରୀଙ୍କୁ ଧମକଚମକ ଦେଇଛନ୍ତି। ଏଥିସହ ରାସ୍ତା ଉପରୁ ଇଟା ମାଡ଼ କରିବା ଯୋଗୁ ଶୋ’ରୁମ ମାଲିକଙ୍କ ଦାଦା ଉଦ୍ଧବ ଚରଣ ପୃଷ୍ଟି ଆହତ ହୋଇଛନ୍ତି। ଏ ନେଇ ମାଲିକ ପ୍ରଭାତ କୁମାର ପାତ୍ର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ...

ମହିଳାଙ୍କୁ ଏସିଡ୍‌ ଫିଙ୍ଗିବା ମାମଲା: ୨ ଗିରଫ

କଟକ ସଦର, ୧ା୧୦ (ଡି.ଏନ୍‌.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍‌ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର...

ରେଡ୍‌ ମଡ୍‌ର ସଦୁପଯୋଗ ଲାଗି ଆସିବ ଟେକ୍ନୋଲୋଜି

ଭୁବନେଶ୍ୱର,୧।୪: ବକ୍ସାଇଟରୁ ଆଲୁମିନିୟମ ବାହାର କରିବା ସମୟରେ ନିର୍ଗତ ହେଉଥିବା ବକ୍ସାଇଟ ରେସିଡ୍ୟୁ (ରେଡ୍‌ ମଡ୍‌)କୁ ସୁଦୁପଯୋଗ କରାଯିବ। ଏଥିଲାଗି ଟେକ୍ନୋଲୋଜି ବିକଶିତ କରିବାକୁ ପଦକ୍ଷେପ...

ତହସିଲଦାର ସଫା କଲେ କାର୍ଯ୍ୟାଳୟ ପରିସର

ଶେରଗଡ଼,୯।୭(ଡି.ଏନ.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲ କାର୍ଯ୍ୟାଳୟ ପରିସରକୁ ମଙ୍ଗଳବାର କର୍ମଚାରୀମାନେ ମିଶି ସଫା କରିଛନ୍ତି। ଏହାକୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ସଫା...

ଭାଜପାର ତ୍ରିରଙ୍ଗାଯାତ୍ରା: ୧୨୦୦ ମିଟର ପତାକା ଧରି ଚାଲିଲେ କାର୍ଯ୍ୟକର୍ତ୍ତା

ଭୁବନେଶ୍ବର, ୧୨ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛି । ଆସନ୍ତା ୧୩ରୁ ୧୫ ତାରିଖ...

ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ...

ଚୌଦ୍ୱାରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର

ଚୌଦ୍ୱାର,୧୩ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ...

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ...

Advertisement
Archives

Model This Week