ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ ପାଇଛି। ଦାନ୍ତରେ ସୃଷ୍ଟି ହେଉଥିବା ବ୍ୟାକ୍ଟେରିଆ ଧମନୀରେ ରକ୍ତ ପ୍ରବାହ ପ୍ରକ୍ରିୟାକୁ ପ୍ରଭାବିତ କରିଥାଏ। ଏହାଯୋଗୁ ହାର୍ଟଆଟାକ୍‌ ଆଶଙ୍କା ବଢ଼ିଥାଏ। ତେବେ ନିୟମିତ ଦାନ୍ତ ଘଷିଲେ ଏଭଳି ସମସ୍ୟା ଦୂର ହୋଇଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି। ଏନେଇ କୋରିଆନ୍‌ ନ୍ୟାସନାଲ୍‌ ହେଲଥ୍‌ ଇନସ୍ୟୁରାନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେରେ ୪୦ରୁ ୭୯ ବର୍ଷ ବୟସ୍କ ୧୬ ଲକ୍ଷ ଏକ ହଜାର ୨ ଶହ ୮୬ ଲୋକଙ୍କୁ ସାମିଲ୍‌ କରାଯାଇଥିଲା। ଦୀର୍ଘ ଦିନ ଅଧ୍ୟୟନ ପରେ ଏହାର ରିପୋର୍ଟ ପ୍ରକାଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri