Posted inଜାତୀୟ

ଦାବିନ୍ଦରଙ୍କ ଆତଙ୍କବାଦୀ ଲିଙ୍କ୍‌: ଜମ୍ମୁ-କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨।୨: ଡିଏସ୍‌ପି ଦାବିନ୍ଦର ସିଂଙ୍କ ଆତଙ୍କବାଦୀ ଲିଙ୍କ୍‌ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର କେତେକ ସ୍ଥାନରେ ରବିବାର ଚଢ଼ାଉ କରାଯାଇଛି। କିଛି କାର୍ଯ୍ୟାଳୟ ଏବଂ ଘରୋଇ ଅଞ୍ଚଳରେ ଏନ୍‌ଆଇଏ ପକ୍ଷରୁ ଚଢ଼ାଉ କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ବାହାରକୁ ଆତଙ୍କବାଦୀଙ୍କୁ ଆଣିବା ଲାଗି ସହାୟତା କରୁଥିବା ଅଭିଯୋଗରେ ଦାବିନ୍ଦରଙ୍କୁ ଜାନୁୟାରୀ ୧୧ରେ ଗିରଫ କରାଯାଇଥିଲା। ପାର୍ଲାମେଣ୍ଟ ଆକ୍ରମଣ ଘଟଣାରେ ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ଦାବିନ୍ଦରଙ୍କ ସମ୍ପର୍କ ଥିବା ମଧ୍ୟ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ସଦସ୍ୟଙ୍କ ମଧ୍ୟରେ ଚାଲିଥିଲା ମିଟିଂ: ଚା’, କଫି, ଜଳଖିଆ ବିଲ୍‌ ଆସିଲା ୧.୫ ଲକ୍ଷ ଟଙ୍କା

ନାଗପୁର, ୨୮।୬: ନାଗପୁର ବିଶ୍ୱବିଦ୍ୟାଳୟରେ ବୋର୍ଡ ଅଫ୍‌ ଷ୍ଟଡିଜ୍‌ ବୈଠକରେ ସାମିଲ ଥିବା ତିନି ସଦସ୍ୟ ଚା’, କଫି ଏବଂ ଜଳଖିଆ ବିଲ୍‌ ୧.୫ ଲକ୍ଷ...

କଳ୍ପନା ଜଳ୍ପନା ଶେଷ: ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନାକଳସ

ଡେରାଡୁନ୍‌,୧୦।୩: ଉତ୍ତରାଖଣ୍ଡରେ ଜାରିରହିଥିବା ରାଜନୈତିକ ସଙ୍କଟର ଅନ୍ତଘଟିଛି। ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନା କଳସ ଢ଼ଳାଯାଇଛି। ବିଧାୟକ ଦଳର ବୈଠକରେ ତିରଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ...

ସ୍କୁଲ, କଲେଜ ଖୋଲିବା ନିଷ୍ପତ୍ତି ୧୪ରେ

ନୂଆଦିଲ୍ଲୀ,୬ା୪(ପି.ଟି.): ଦେଶରେ ସ୍କୁଲ କଲେଜଗୁଡ଼ିକୁ ଖୋଲିବା ନେଇ ଆସନ୍ତା ୧୪ ତାରିଖରେ ନିଷ୍ପତ୍ତି ନିଆଯିବ। କୋଭିଡ୍‌-୧୯ର ମୁକାବିଲା ପାଇଁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଅବଧି ଶେଷ...

ମେ’ ୨୪ ଯାଏ ବଢ଼ିଲା କରୋନା କର୍ଫ୍ୟୁ: ରାସ୍ତାକଡ଼ ଦୋକାନୀଙ୍କୁ ହଜାରେ, ଗରିବଙ୍କୁ ମିଳିବ ରାଶନ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶରେ କରୋନାର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଦୈନିକ ସଂକ୍ରମଣ ହଜାର ହଜାର ସଂଖ୍ୟାରେ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା...

ଅମୂଲ ପରେ ଏବେ ମଦର ଡାଏରୀ ବଢ଼ାଇଲା ଦୁଗ୍ଧ ଜାତୀୟ ଖାଦ୍ୟର ଦାମ୍‌

ନୂଆଦିଲ୍ଲୀ,୧୦।୭: ଅମୂଲ ପରେ ଏବେ ମଦର ଡାଏରୀ ଦିଲ୍ଲୀ ଏନ୍‌ସିଆରରେ ସମସ୍ତ ଦୁଗ୍ଧ ଜାତୀୟ ଖାଦ୍ୟର ମୂଲ୍ୟ ବୃଦ୍ଧି କରିଛି। ପ୍ରତି ଲିଟର ପିଛା ଦୁଗ୍ଧର...

ଗ୍ରାମ ପଞ୍ଚାୟତରେ ସ୍ଥାପିତ ହେବ ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ଲକ୍ଷ୍ନୌ,୨୨।୭: ଏବେ ପ୍ରତି ଗ୍ରାମ ପଞ୍ଚାୟତରେ ଗ୍ରାମ ସଚିବାଳୟ ସ୍ଥାପନ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି।...

ଟିକା ନେଇ ସମସ୍ତଙ୍କ ପାଇଁ ଉଦାହରଣ ସାଜିଲେ ୧୧୮ବର୍ଷୀୟ ବୃଦ୍ଧ

ଶ୍ରୀନଗର,୨୮।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ମଧ୍ୟରେ ଦେଶରେ ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଇତିମଧ୍ୟରେ ଜଣେ ୧୧୮ ବର୍ଷୀୟ ବୃଦ୍ଧ କରୋନା ଟିକା...

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...

Advertisement
Archives

Model This Week