ଦାରିଙ୍ଗବାଡ଼ିକୁ ଫେରିଲେ ୨୯ ପ୍ରବାସୀ: ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବୁଧବାର ବିଳମ୍ବିତ ରାତିରେ ୨୯ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ସ୍ଥାନୀୟ ବିଡିଓ ଡ.ଜଗଦିଶ ଷଡ଼ଙ୍ଗୀ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବେଦକର ମହାବିଦ୍ୟାଳୟର ଛାତ୍ରାବାସରେ କରାଯାଇଥିବା ସଂଘରୋଧ ଗୃହରେ ରଖିଛନ୍ତି। ସମସ୍ତ ପ୍ରବାସୀଙ୍କ ଘର କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ବିଭିନ୍ନ ରାଜ୍ୟରୁ ଉକ୍ତ ପ୍ରବାସୀମାନେ ଫେରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ସମସ୍ତ ପ୍ରବାସୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଶାସକ ଡାକ୍ତର ବଂଶୀଧର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକଙ୍କ ବିରୋଧରେ ବିଇଓଙ୍କୁ ଅଭିଯୋଗ

ଫିରିଙ୍ଗିଆ,୪ା୧୨: ଫିରିଙ୍ଗିଆ ବ୍ଲକ ଗେରୁପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କୁଲ ପରିଚାଳନା କମିଟିକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି ା ପରିଚାଳନା...

ଆଇନ ସେବାକେନ୍ଦ୍ର ଉଦ୍‌ଘାଟନ କଲେ ଜିଲା ଦୌରାଜଜ

ଚନ୍ଦ୍ରଗିରିି,୧ା୧୦(ଡି.ଏନ.ଏ.)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି, ଅଡ଼ବା ଓ ପି.ଗୋବିନ୍ଦପୁର ପଞ୍ଚାୟତରେ ରବିବାର ଗ୍ରାମୀଣ ଆଇନ ସେବାକେନ୍ଦ୍ର ଗଜପତି ଜିଲା ଦୌରା ଜଜ୍‌ ତଥା ଡିଏଲଏସଏ...

ଧରିତ୍ରୀ ପ୍ରଭାବ: ତାରରେ ନଦୀ ପାର ହେବା ଘଟଣା; ଗଦାପୁର ନଦୀ କୂଳରେ ପହଞ୍ଚିଲେ ବିଡିଓ, ସହକାରୀ ଯନ୍ତ୍ରୀ

ଚନ୍ଦ୍ରଗିରି,୧୯ା୯(ଡି.ଏନ.ଏ.)-ମୋହନା ବ୍ଲକର ଅତି ଦୁର୍ଗମ ଇଲାକାରେ ଅବସ୍ଥିତ ଗରଡମା ପଞ୍ଚାୟତର ରାଜଖମା ଗ୍ରାମ ନିକଟସ୍ଥ ଗଦାପୁର ନଦୀ। ଏହି ନଦୀରେ ପୋଲ ନାହିଁ। ଖରାଦିନେ ଏହା...

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ...

କନ୍ଧମାଳ ଜିଲାରେ ଲଗାଣ ବର୍ଷା : କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି

ଦାରିଙ୍ଗବାଡ଼ି,୭।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଶନିବାର ସକାଳ ୮ଟା ସୁଦ୍ଧା ୧୨ଟି ବ୍ଲକ ମଧ୍ୟରୁ କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବସ୍‌ ଚାଳକ ଅଟକ

ଦାରିଙ୍ଗବାଡ଼ି,୫।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ବସ୍‌ ଚାଳକଙ୍କ ଆକ୍ରମଣରେ ଗ୍ରାମର ମହାଦେବ ମାଝୀ ଗୁରୁତର ଆହତ ହୋଇଛନ୍ତି। ବୁଧବାର...

ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ...

ଜି.ଉଦୟଗିରି ବିଧାୟକଙ୍କ ମନ୍ତବ୍ୟକୁ ଭାଜପାର ବିରୋଧ

ଫୁଲବାଣୀ ଅଫିସ, ୧୩ା୧୦-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ସଭାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ସେ କହୁଛନ୍ତି, ଯେଉଁମାନେ ତାଙ୍କୁ ଭୋଟ...

Advertisement
Archives

Model This Week