ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୌପ୍ୟ, ୩ ବ୍ରୋଞ୍ଚ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଟାଏକୋଣ୍ଡୋ ସଂଘର ଖେଳାଳିମାନେ ବଲାଙ୍ଗିର ଜିଲା ଟିଟିଲାଗଡ଼ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବେଶ୍‌ ସଫଳତା ପାଇଛନ୍ତି। ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୋପ୍ୟ, ୩ ବ୍ରୋଞ୍ଜ ପଦକ ମିଳିଛି। ୮ଟି ସ୍ବର୍ଣ୍ଣପଦକ ହାସଲ କରିଥିବା ବେଳେ ସେମାନଙ୍କ ମଧ୍ୟରେ ଫ୍ରାନସ୍‌ ପ୍ରଧାନ, ହିମେଶ କୁମାର ନାୟକ, ରୋଶନ ପ୍ରଧାନ, ଶୁଭମ୍‌ ଦିଗାଳ, ନିତ୍ୟାନନ୍ଦ, ଶ୍ୟାମସୁନ୍ଦର ସାହୁ, ପ୍ରିୟଙ୍କା ସାହୁ ଏବଂ ଆନ୍ଦ୍ରୀୟ ଦିଗାଳ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ଚେତନ ପ୍ରଧାନ, ଏଲିୟ ପ୍ରଧାନ, ଶଙ୍କର ଏବଂ ଯଶୋରାଜ ରୌପ୍ୟ ପଦକ ହାସଲ କରିଛନ୍ତି। ସେହିପରି ବ୍ରୋଞ୍ଜ ପଦକ ଭକ୍ତ ନାୟକ, ଶ୍ରୀକାନ୍ତ ଏବଂ ପ୍ରଜ୍ଞାନ ପ୍ରଧାନ ହାସଲ କରିଛନ୍ତି। ଏହି ସମସ୍ତ ଟାଏକୋଣ୍ଡୋ ଖେଳାଳି ଭଲ ପ୍ରଦର୍ଶନ କରି କନ୍ଧମାଳ ଜିଲା ପାଇଁ ଗୌରବ ଆଣିଥିବାରୁ ଜିଲାର ବିଭିନ୍ନ ସ୍ଥାନରୁ ଶୁଭେଚ୍ଛା ମିଳିଛି। ଏମାନଙ୍କୁ ମୁଖ୍ୟ କୋଚ ଭିନ୍‌ସ କୁମାର ନାୟକ ପ୍ରଶିକ୍ଷଣ ଦେଇଥିବାବେଳେ ତାଙ୍କୁ ଅଭିଜିତ ନାୟକ ଏବଂ ମ୍ୟାନେଜର ଧର୍ମେନ୍ଦ୍ର ପ୍ରଧାନ ସହଯୋଗ କରିଛନ୍ତି। କାର୍ଯ୍ୟକ୍ରମକୁ ଟିଟିଲାଗଡ଼ ଠାରେ ରାଉରକେଲା
କଳିଙ୍ଗ ଟାଇକୋଣ୍ଡୋ ସଂଘ ପକ୍ଷରୁ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସନ୍ଧ୍ୟାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri