ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ ତାପମାତ୍ରା ୨୫.୫ ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ଆକାଶ ମେଘାଚ୍ଛନ୍ନ ଯୋଗୁ କେବଳ ଦିନରେ ଶୀତ ଅନୁଭୂତ ହେଉଥିବାବେଳେ ରାତିରେ ଶୀତ କମିଛି। ଦିନରେ ଶୀତର ମଜା ନେବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଭିଡ଼ ଜମିବା ସହ ସନ୍ଧ୍ୟାରେ ସାଇଲେଣ୍ଟ ଭ୍ୟାଲିରେ ବହୁଲୋକ ସୂର୍ଯ୍ୟାସ୍ତର ମଜା ନେଉଛନ୍ତି।
ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ
ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…
ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର
ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍…
ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ
ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…
ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ
ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…
ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ
ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…
କନ୍ଧମାଳ ଏମ୍ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …
ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

