ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ଦାରିଙ୍ଗବାଡ଼ି,୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା କୋହଲା ପାଗ ସାଙ୍ଗକୁ ଶୀତ ଲାଗି ରହିଛି। ଶୁକ୍ରବାର ଦିନ ତମାମ୍‌ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ମଧ୍ୟ ଲାଗି ରହିଛି। ସେପଟେ ଦିନରେ କୁହୁଡ଼ି ଆଚ୍ଛାଦିତ ହୋଇ ଅନ୍ଧାର ଭଳି ପରିସ୍ଥିତି ଉପୁଜିଛି। ଫଳରେ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହେବା ସହ ଜରୁରି କାମଧନ୍ଦା ନ ଥିଲେ କେହି ବାହାରକୁ ବାହାରୁନାହାନ୍ତି। ଦିନରେ ମଧ୍ୟ ଗାଡ଼ି ଲାଇଟ୍‌ ଦେଇ ଯିବାଆସିବା କରିବାକୁ ପଡୁଛି। ଏହା ସତ୍ତ୍ୱେ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକମାନେ ଆସି ମଜା ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ ଦୃଢ଼ ଥିଲେ ବୟସ ହାର ମାନେ: ଦୋକାନ ଦେଇଛି ଉଭୟଙ୍କୁ ସ୍ବତନ୍ତ୍ର ପରିଚୟ

କେନ୍ଦୁଝର, ୨୪ା୭ (ସ୍ବ.ପ୍ର.) (ନରେଶ ଚନ୍ଦ୍ର ପଟ୍ଟନାୟକ): ମନ ଦୃଢ ଥିଲେ ବୟସ ମଧ୍ୟ ହାର ମାନିଥାଏ। ପରିଣତ ବୟସରେ ଅନେକ ଘରେ ବିଶ୍ରାମ ନେଇ...

ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ...

ପୁଣି ସୁରଟ୍‌ରୁ ୨ ବସ୍‌ରେ ଗଞ୍ଜାମ ଫେରୁଛନ୍ତି ପ୍ରବାସୀ

ଛତ୍ରପୁର, ୩୦।୪( ଡି.ଏନ୍‌.ଏ.)- ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡିଆ ଏବେ ଘର ବାହୁଡା ହେଉଛନ୍ତି । ଏହି କ୍ରମରେ ଗୁରୁବାର...

ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା...

ଖେଳୁଥିବା ବେଳେ ଜଳିଗଲେ ୪ ଶିଶୁ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ଏକ ଅଭାବନୀୟ ଘଟଣାକ୍ରମରେ ନିଆଁରେ ପୋଡ଼ିଯାଇ ୪ ଶିଶୁ ଗୁରୁତର ହୋଇଛନ୍ତି।...

କଳାକାରଙ୍କ ସରଳତା, ନିଷ୍ଠା ଶିକ୍ଷଣୀୟ

ବଲାଙ୍ଗୀର ଅଫିସ, ୫ା୧: ବଲାଙ୍ଗୀର କୋଶଳ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ବିଂଶତିତମ ଲୋକଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ କଳାକାରମାନେ ଦର୍ଶକଙ୍କ ମନ ମୋହିଛନ୍ତି। ଅତିରିକ୍ତ ଜିଲାପାଳ ପରୀକ୍ଷିତ...

ଶୋଇଥିବା ବେଳେ ଶାବଳ ଭୁଷି ୭୫ ବର୍ଷର ବୃଦ୍ଧଙ୍କୁ ମାରିଦେଲେ

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ରେମୁଣା ଥାନା ଅନ୍ତର୍ଗତ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ...

ବିଜେଡି ବିଧାୟକଙ୍କ ଗାଁରେ ଭାଜପାର ଜୋରଦାର ପ୍ରଚାର

କୋକସରା,୩।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଠୁଛି ପଡୁଛି ଗାଁଠୁ ସହର। ଏହାରି ଭିତରେ ଦଳୀୟ ପ୍ରାର୍ଥୀ ନିର୍ବାଚନ ପ୍ରଚାର ପାଇଁ ଅଣ୍ଟା ଭିଡିଛନ୍ତି। କୋକସରା ବ୍ଲକର...

Advertisement
Archives

Model This Week