ଦାରିଙ୍ଗବାଡ଼ି,୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ପ୍ରବଳ ବର୍ଷା ହୋଇଛି। ସକାଳ ୭ଟାରୁ ବର୍ଷା ଆରମ୍ଭ ହୋଇ ଅପରାହ୍ନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଥିଲା। ଅଞ୍ଚଳର ସମସ୍ତ ଛୋଟବଡ଼ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ଚାଷ ଜମି ଜଳମଗ୍ନ ହୋଇପଡିଛି। ବିଭିନ୍ନ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଥିବା ସୂଚନା ମିଳିଛି। ସିମନବାଡ଼ିରେ ୧୨୦ମିମି ଓ ଦାରିଙ୍ଗବାଡ଼ିରେ୯୦ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। କାରିପାଙ୍ଗା ଗ୍ରାମର ମୁନା ପ୍ରଧାନ ଘରକୁ ଫେରୁଥିବା ବେଳେ ଡ୍ରେନରେ ଭାସିଯାଇଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ସିମନବାଡ଼ି ଠାରୁ ରାଇକିଆ ପୂର୍ତ୍ତ ବିଭାଗ ରାସ୍ତାର ଗଦଡ଼ି ପୋଲ ସମେତ ଟିକାପାଟା ପୋଲ ଉପରେ ଜଳମଗ୍ନ ଯୋଗୁ ଗାଡ଼ି ଚଳାଚଳରେ ବାଧାସୃଷ୍ଟି ହୋଇଛି। ସେହିପରି ଡକରବାଡ଼ି ଦେଇ ଲାରିବାଡ଼ି, ରାଇକିଆ ରାସ୍ତାକୁ ସଂଯୋଗ କରୁଥିବା ଲାରିବାଡ଼ି ପୋଲର ସଂଯୋଗୀକରଣ ରାସ୍ତା କଂକ୍ରିଟ ଦବି ଯାଇ ଯାତାୟତରେ ବିପଦ ସୃଷ୍ଟି ହୋଇଛି।
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…
ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର
ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…
ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…
ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ
ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…
୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ
ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…
ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ
ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

