ଦାରିଙ୍ଗବାଡ଼ିରେ ଭାରତ ବନ୍ଦର ପ୍ରଭାବ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳଭାରତ କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ବ୍ଲକ କଂଗ୍ରେସ ପକ୍ଷରୁ ଦାରିଙ୍ଗବାଡ଼ିଠାରେ ପିକେଟିଂ କରି ବନ୍ଦରେ ସମର୍ଥନ ଜଣାଇବାକୁ ବଣିକ ସଂଘ ସମେତ ସରକାରୀ ଏବଂ ବେସରକାରୀ ସଂସ୍ଥାକୁ ନିବେଦନ କରାଯାଇଛି। ଦଳର କର୍ମୀମାନେ ସକାଳୁ ଦାରିଙ୍ଗବାଡ଼ି ଚାରିଛକରେ ଏକତ୍ରିତ ହୋଇ ବିକ୍ଷୋଭ କରିଥିଲେ। ସେମାନଙ୍କ ଦାବି ହେଲା ଯେ ନୂତନ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦୀର୍ଘ ୯ମାସ ଧରି କୃଷକ ସଂଗଠନ ଆନ୍ଦୋଳନ କରିଆସୁଥିଲେ ମଧ୍ୟ ସରକାର ନୀରବ ରହିଥିବା ଦଳ ଅଭିଯୋଗ କରିଛି। ଆନ୍ଦୋଳନରେ ତିଆଡ଼ି ନାୟକଙ୍କ ସମେତ ସନ୍ତୋଷ ଦିଗାଳ, ପ୍ରଭଞ୍ଜନ ନାୟକ,ଶ୍ରାନିକେତା ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁନସ ପ୍ରଧାନ ପ୍ରମୁଖ ବିକ୍ଷୋଭରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ସଦଳବଳ ପାଟ୍ରୋଲିଂକୁ କଡ଼ାକଡ଼ି କରିବା ସହ ଆଇନଶୃଙ୍ଖଳା ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜଙ୍କ ପୀଠରେ ରାତି ୧୦, ଶ୍ରୀଲୋକନାଥଙ୍କ ପୀଠରେ ରାତି ୩

ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.)/ପୁରୀ ଅଫିସ,୨୪ା୨: ମାର୍ଚ୍ଚ ୧ରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏ ନେଇ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏକ ସମନ୍ବୟ ବୈଠକ ବୁଧବାର...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବଡ଼ବିଲ,୧୦ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂହ ହଟିଂରେ ରବିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ...

ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଅମରପାଲି, ୪।୮ (ଡି.ଏନ.ଏ.)-ବିପଦପୂର୍ଣ୍ଣ ଭାବେ ଯୋର ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଦୁର୍ଜନତୈଲା...

ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ...

କୁମଝରିଆ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ, ରକ୍ତଦାନ କାର୍ଯ୍ୟକ୍ରମ

କୁଆଁରମୁଣ୍ଡା,୧୬।୧୨(ଡି.ଏନ.ଏ)-ସ୍କୁଲ ପ୍ରତି ଅଧିକ ସଂଖ୍ୟକ ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ଓ ସ୍କୁଲର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅଭିଭାବକ, ଜନସାଧାରଣ,ପୁରାତନ ଛାତ୍ରୀଛାତ୍ରମାନଙ୍କୁ ସଂଶ୍ଳିଷ୍ଟ କରି ଅଞ୍ଚଳରେ ସରକାରୀ...

ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ...

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ...

ଲକ୍‌ଡାଉନ କଟକଣା ଉଲ୍ଲଘଂନ: ୧୨ ମାମଲା, ୨ ହଜାର ଜରିମାନା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ପୋଲିସ ଲକ୍‌ଡାଉନ ସମୟରେ ପାଟ୍ରୋଲିଂ କଡାକଡି କରିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ...

Advertisement
Archives

Model This Week