ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ

ଦାରିଙ୍ଗବାଡି,୨୯ା୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦) ବୋଲି ଚିକିତ୍ସା କରୁଥିବା ଡାକ୍ତର ସୁମନ୍ତ କୁମାର ପଣ୍ଡା କହିଛନ୍ତି। ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ଡାକ୍ତର ପଣ୍ଡା କହିଛନ୍ତି। ହେଲେ ଏନେଇ ଦାରିଙ୍ଗବାଡି ଅଞ୍ଚଳରେ ବିଭିନ୍ନ ପ୍ରକାର ଆଲୋଚନା ହେଉଛି। ପ୍ରକାଶ ଯେ, ମୃତ ରୀନା ପରିବାର ସହ ଦାରିଙ୍ଗବାଡି ବୁଲିବାକୁ ଆସି ଏକ ହୋଟେଲରେ ରହୁଥିଲେ। ବିଳମ୍ବିତ ରାତିରେ ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?