ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର ସମ୍ପୂର୍ଣ୍ଣ ଉଡି ଯାଇଛି। ଫଳରେ ବର୍ଷାରେ ଖୋଲା ଆକାଶ ତଳେ ପରିବାରବର୍ଗ ରହିଛନ୍ତି। ପ୍ରଶାସନ ପକ୍ଷରୁ କେହି ପହଞ୍ଚତ୍ ନ ଥିବା ଜଣାପଡ଼ିଛି। ସେହିପରି ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଅଞ୍ଚଳରେ ବିଦ୍ୟୁତ୍‌ ବିଚ୍ଛିନ୍ନ ଯୋଗୁ ପ୍ରାୟ ୨୫ ପଞ୍ଚାୟତ ଅନ୍ଧାରରେ ରହିଛି। ଖବର ଲେଖିବା ସୁଦ୍ଧା ସମଗ୍ର ଅଞ୍ଚଳ ଅନ୍ଧାରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମାଳ ମାଳ କୋଠା ଦେଖି ତାଜୁବ ହୋଇଗଲା ଭିଜିଲାନ୍ସ

ଭୁବନେଶ୍ୱର,୧୧।୯: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା...

ସଙ୍ଗୀତର ତାଳେତାଳେ ନାଚିଲେ କୁନି ପ୍ରତିାଯୋଗୀ

ଗଞ୍ଜାମ,୧୧।୯: (ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ବାଲୀସାହି ଗଣେଶ ପୂଜା କମିଟି ପକ୍ଷରୁ କୁନିକୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି...

ଧରା ପଡିଯିବା ଭୟରେ ଦମ୍ପତିଙ୍କୁ ହାଣିଲେ

ବ୍ରହ୍ମପୁର,୧୧।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ଜଣେ ଦୁର୍ବୃତ୍ତ ବ୍ୟବସାୟୀଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ...

ଗଞ୍ଜାମବାସୀଙ୍କ ମଙ୍ଗଳକାମନା କଲେ ଜିଲାପାଳ: ମା’ ତାରାତାରିଣୀଙ୍କୁ ଚଢ଼ାଇଲେ ଲକ୍ଷେ ୮ ବେଲପତ୍ର

ପୁରୁଷୋତ୍ତମପୁର,୧୧।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଶ୍ୱର କଲ୍ୟାଣ ଲାଗି ବିଶ୍ବଶାନ୍ତି ମହାଯଜ୍ଞ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି...

 କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ 

ଛତ୍ରପୁର,୧୧।୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ବିଚରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  କଏଦି ଜଣକ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନିମାସ ତଳେ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରରେ ମହିଳାଙ୍କୁ ଠକେଇ: ଖବର ପ୍ରକାଶ ପରେ ଚଢାଉ କଲେ ଏସଡିପିଓ, ପୋଲିସ

ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ।...

ଅଜଣା ଗାଡି ଧକ୍କାରେ ତିନି ଗୁରୁତର

ଛତ୍ରପୁର,୧୦।୯(ଦିଲ୍ଲୀପ ସାମଲ): ରମ୍ଭା ଥାନା ଅଧିନ ସାନରାମଚନ୍ଦ୍ରପୁର ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ବାପା, ଝିଅ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri