ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇଙ୍କ ଦେହାନ୍ତ: ବିଭିନ୍ନ ମହଲରେ ଶୋକ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍‌ଆଇ ଆର୍‌. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ଭୀମ୍ମାରାଓ ଶୁକ୍ରବାର ହଠାତ୍‌ ଅସୁସ୍ଥ ହୋଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ପେଟରେ ଅସହ୍ୟ ଯନ୍ତ୍ରଣା ହେବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି ପରାମର୍ଶ ଦେଇଥିଲେ। ପରେ ତାଙ୍କୁ ଶୁକ୍ରବାର ସାରେ ବ୍ରହ୍ମପୁରସ୍ଥ ଏକ ଘରୋଇ ନର୍ସିଂହୋମ୍‌କୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସାରେ ତାଙ୍କର ମୃତ୍ୟୁ ଘଟିଥିଲ।
ଏଏସ୍‌ଆଇ ରେଡ୍ଡୀଙ୍କ ନିଜ ଗ୍ରାମ ଗଞ୍ଜାମ ଜିଲା ରମ୍ଭା ହୋଇଥିବା ବେଳେ ସେ ବ୍ରହ୍ମପୁରସ୍ଥିତ ଗଜପତି ନଗରରେ ରହି ଆସୁଥିଲେ। ପ୍ରାୟ ୪ବର୍ଷ ହେବ ଦାରିଙ୍ଗବାଡ଼ି ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ। ରେଡ୍ଡୀଙ୍କ ଦେହାନ୍ତ ଖବର ପାଇ ଦାରିଙ୍ଗବାଡି ଆଇଆଇସି କୌଶିକ୍‌ ମାଝିଙ୍କ ସମେତ ରାଇକିଆ ଆଇଆଇସି ଅଲେଖ ଗରଡିଆ, ତୁମୁଡିବନ୍ଧ ଥାନାଧିକାରୀ ବାବା ଶଙ୍କର ସରଫ, ଓକିଲ ମନୋଜ ପଣ୍ଡା ପ୍ରମୁଖ ତାଙ୍କୁ ଶେଷ ଦର୍ଶନ ଲାଗି ପହଞ୍ଚତ୍ଛନ୍ତି। ଏଥିସହ ଥାନାର ସମସ୍ତ କର୍ମଚାରୀ ଶୋକ ପ୍ରକାଶ କରିଛନ୍ତି। ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କ ଆତ୍ମାର ସଦ୍‌ଗତି କାମନା କରାଯାଇ କ୍ୟାଣ୍ଡେଲ ଶୋଭାଯାତ୍ରା ଓ ଶୋକସଭା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri