ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ହରାଇଲେ ପଦବୀ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ନିଜ ପଦବୀ ପୁଣି ଥରେ ହରାଇଛନ୍ତି। ହାଇକୋର୍ଟ ତାଙ୍କ ପଦବୀକୁ ୧୩ ତାରିଖରେ ଅସିଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜିଲା ଦୌରାଜଜ୍‌ ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ କରିଥିଲେ। ଏନେଇ ବ୍ଲକ ଅଧ୍ୟକ୍ଷା ହାଇକୋର୍ଟରୁ ରହିତାଦେଶ ଆଣିଥିବା ବେଳେ ତାକୁ ପୁଣି ହାଇକୋର୍ଟ ପକ୍ଷରୁ ଉଚ୍ଛେଦ କରାଯାଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ବ୍ଲକ୍‌ ଅଧ୍ୟକ୍ଷାଙ୍କ ୨ରୁ ଅଧିକ ସନ୍ତାନ ରହିଥିବା ନେଇ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ କୋର୍ଟରେ ଅଭିଯୋଗ କରିଥିଲେ। ସୁବେନ୍ତୀଙ୍କ ୬ଟି ସନ୍ତାନ ରହିଥିବା ବେଳେ ସେ ଏହି ନିର୍ବାଚନରେ ଚଞ୍ଚକତା କରି ମିଥ୍ୟା ସତ୍ୟପାଠ ଦେଇ ନିର୍ବାଚନ ଲଢ଼ିଥିବା ଅଭିଯୋଗ ହୋଇଥିଲା। ଏନେଇ ପୂର୍ବରୁ ଜିଲା ଦୌରାଜଜ୍‌ଙ୍କ ନିକଟରେ ନିର୍ବାଚନ ମାମଲା ୨/୧୭ରେ ରୁଜୁ ହୋଇଥିଲା। ଜିଲା ଜଜ୍‌ ଅକ୍ଟୋବରରେ ମାମଲାର ଶୁଣାଣି କରି ଅଧ୍ୟକ୍ଷା ପ୍ରଧାନଙ୍କ ପଦବୀକୁ ରଦ୍ଦ କରିଥିଲେ। ଏନେଇ ବ୍ଲକ ଅଧ୍ୟକ୍ଷା ପ୍ରଧାନଙ୍କ ସହ ଯୋଗାଯୋଗ କରାଯିବାରୁ ସେ ଏନେଇ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହେବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri