ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ ପ୍ରକାର ଭତ୍ତା ସହ ରାସ୍ତା ନିର୍ମାଣ, ମୋବାଇଲ ଟାୱାର ନିର୍ମାଣ, ଗୁହାଳ ନିର୍ମାଣ ପରେ ମଧ୍ୟ ପ୍ରାପ୍ୟ ମିଳିବାରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବନାଥ ବାରିକ, ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ତହସିଲଦାର ନିତିସ ତ୍ରିପାଠୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

୭ଥର ଜେରା ହୋଇଥିଲେ ଆଶୀର୍ବାଦ

ଭୁବନେଶ୍ୱର, ୨୦-୯ (ବ୍ୟୁରୋ):ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ସଂସ୍ଥା (ଏଟି ଗ୍ରୁପ୍‌) ମହାଠକେଇ ମାମଲାରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗୁରୁବାର ଗିରଫ...

ଭରସା ତୁଟିବା ପରେ ଚରମ ପଦକ୍ଷେପ

ସତ୍ୟଜିତ୍‌ ରାଉତ ଭୁବନେଶ୍ୱର,୨୮।୭(ବ୍ୟୁରୋ): କୌଣସି ଲୋକ ଥାନାରେ ଅଭିଯୋଗ କଲେ, ପୋଲିସ ତାହାକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ତଦନ୍ତ କରିବା କଥା। ହେଲେ...

ନିଜ ସୁରକ୍ଷା କରିବେ ଗାଁ ଲୋକେ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟକୁ ଅଧିକାଂଶ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ଭୟ ଲାଗି ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପତ୍ତି...

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ...

ରାଜ୍ୟରେ ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ୭୯ ହଜାର ୭୪୫...

ସଞ୍ଜ ନଇଁଲେ ଅଞ୍ଚଳବାସୀଙ୍କୁ ଦନ୍ତା ଭୟ: ଘର ଭିତରେ ଶୁଣ୍ଢ ପୂରାଇବା ଭିଡିଓ ଭାଇରାଲ

ସମ୍ବଲପୁର,୩୦ା୧(ବ୍ୟୁରୋ): ସମ୍ବଲପୁର ସଦର ରେଞ୍ଜ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ସଞ୍ଜ ନଇଁଲେ ଲୋକଙ୍କୁ ଦନ୍ତା ଭୟ ଘାରିଛି। ତେଣୁ ଯିଏ ଯୁଆଡେ...

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ...

Advertisement
Archives

Model This Week