ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭-୧୧(ବ୍ୟୁରୋ):
ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍‌ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ କରିବା ଦରକାର। ଭୁବନେଶ୍ୱରସ୍ଥିତ ନୀଳାଚଳ ପଲିଟେକନିକର ଶନିବାର ୨୩ତମ ପ୍ରତିଷ୍ଠା ସମାରୋହରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ଶହୀଦ ବାଜି ରାଉତ, ଧର୍ମପଦଙ୍କ ସାହସିକତା ଏବଂ ଏପିଜେ ଅବୁଦଲ କଲାମଙ୍କ ଦୃଢ଼ ଇଚ୍ଛାଶକ୍ତି ଓ ଦୂରଦୃଷ୍ଟି ସମ୍ପର୍କରେ ଉଲ୍ଲେଖ କରି ଧର୍ମେନ୍ଦ୍ର ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ରୋଜଗାର, ପାଠପଢା ବ୍ୟତୀତ ଗୌରବଶାଳୀ ରାଜ୍ୟ ଓଡ଼ିଶାକୁ ଆଗକୁ ନେବାର ଆବଶ୍ୟକତା ରହିଛି। ଅନ୍ୟ ରାଜ୍ୟର ଲୋକମାନେ ଓଡ଼ିଶାର ସମ୍ପନ୍ନତା ଆଣିପାରିବେ ନାହିଁ। ଓଡ଼ିଆ ଯୁବପିଢ଼ିଙ୍କୁ ହିଁ ଓଡ଼ିଶାର ସମ୍ପନ୍ନତା ଆଣିବାକୁ ଉଦ୍ୟମ କରିବାକୁ ପଡିବ ା ସେମାନେ ଯେବେ ନିଜେ ମାଲିକ ହେବାର ପ୍ରତିଜ୍ଞା କରିବେ ପୁନର୍ବାର ଓଡ଼ିଶାର ୧ ହଜାର ପୂର୍ବର ସମ୍ପନ୍ନତା ଫେରିପାରିବ ବୋଲି ଧର୍ମେନ୍ଦ୍ର କହିଥିଲେ। ଏହି ଅବସରରେ ସେ ନୀଳାଚଳ ପଲିଟେକନିକର ନୂଆ ୱେବସାଇଟ୍‌କୁ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri