ଦାୟିତ୍ୱ ଗ୍ରହଣ କଲେ ସମୀର

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ ନେତାମାନଙ୍କ ଗହଣରେ ସେ ଦାୟିତ୍ୱ ନେଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ ସିଂହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ବିଦାୟୀ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ଦୀର୍ଘଦିନ ଧରି ଏହି ପଦବୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ଗୁରୁବାର ସହମତି ଭିତ୍ତିରେ ସମୀରଙ୍କ ନାମ ଘୋଷଣା କରାଯାଇଥିଲା। ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଫଳରେ ଭୋଟ ପ୍ରକ୍ରିୟାର କୌଣସି ଆବଶ୍ୟକତା ପଡ଼ି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ...

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା...

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌...

ସାଆନ୍ତଙ୍କ ସେବାରେ ସମର୍ପିତ

ଢେଙ୍କାନାଳ ଅଫିସ, ୫।୭: ସ୍ନାନଯାତ୍ରାଠାରୁ ଆରମ୍ଭ ହୋଇଛି ବଡ଼ଦିଅଁଙ୍କ ଅଣସରନୀତି। ଜ୍ୱରରେ ଥରୁଥିବା କାଳିଆ ଠାକୁରଙ୍କ ଉପଶମ ପାଇଁ ମନ୍ଦିରରେ ଆରମ୍ଭ ହୋଇଛି ଗୁପ୍ତସେବା। ଢେଙ୍କାନାଳସ୍ଥିତ...

ତିନିଦିନ ପରେ ବି ଅନ୍ଧାରରେ ଅନ୍ଧାରୁଆ ହତ୍ୟାକାଣ୍ଡ: ପରିଚୟ ଦେଲେ ୫୦ହଜାର, ଲାଗିଲା ପୋଷ୍ଟର

ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ପୋଲିସକୁ କୌଣସି ସଫଳତା ମିଳିପାରି...

ରାଜ୍ୟକୁ ଆସିବା ପୂର୍ବରୁ ସୂଚନା ଦିଅ, ନଚେତ ସରକାରୀ ସୁବିଧା ମିଳି ନ ପାରେ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ନିୟମ ଅନୁଯାୟୀ ସବୁକିଛି ବ୍ୟବସ୍ଥିତ...

କରଞ୍ଜିଆ ଜେଲ୍‌ରୁ ଫେରାରଥିବା ଆସାମୀ ଗିରଫ 

କାଳିଆପାଣି,୨୬|୬(ଡି.ଏନ୍‌.ଏ.)- କରଞ୍ଜିଆ ଜେଲରୁ ଫେରାର ଥିବା ଆସାମୀଙ୍କୁ ମଙ୍ଗଳବାର କାଳିଆପାଣି ପୋଲିସ କାବୁକରି ଥାନାରେ ଅଟକ ରଖିଛି। ଆସାମୀ ଜଣଙ୍କ କାଳିଆପାଣି ଥାନା ଅନ୍ତର୍ଗତ ଚାତାରସାହି...

ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ...

Advertisement


Archives

Model This Week