Posted inଜାତୀୟ

ଦାୟିତ୍ୱ ନେଲେ ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର

ଥିରୁଭାନନ୍ତପୁରମ,୧୪।୧୦: ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର ପ୍ରାଞ୍ଜଳ ପାଟିଲ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମହାରାଷ୍ଟ୍ର ଉଲ୍ଲାସନଗର ନିବାସି ପ୍ରାଞ୍ଜଳ କେରଳ କ୍ୟାଡରରେ ନିଯୁକ୍ତ ହେବାରେ ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର। ଏବେ ସେ ଥିରୁଭାନନ୍ତପୁରମର ସବ୍‌ କଲେକ୍ଟର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ପିଲାଦିନୁ ତାଙ୍କର ଦୃଷ୍ଟି ଶକ୍ତି କମ୍‌ ଥିବା ବେଳେ ମାତ୍ର ୬ ବର୍ଷ ବୟସରେ ସେ ସମ୍ପୂର୍ଣ୍ଣ ଭାବେ ଦୃଷ୍ଟିଶକ୍ତି ହରାଇ ବସିଥିଲେ। ହେଲେ ତାଙ୍କର ଦୃଢ ଇଚ୍ଛାଶକ୍ତି ବଳରେ ସେ ଆଜି ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ହେବାର ଗୌରବ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri