ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ। ଏହାକୁ ଲୋକେ ଲୋଟସ୍‌ ଟେମ୍ପଲ କୁହନ୍ତି। ଦିନରେ ମୋତି ପରି ଚମକୁଥିବା ଏହି ଟେମ୍ପଲ ରାତିରେ ପାଣିରେ ରଙ୍ଗବେରଙ୍ଗ ତାରକା ପରି ଝଲସି ଥାଏ । ବାହାଇ ସମ୍ପ୍ରଦାୟ ପକ୍ଷରୁ ଏହାକୁ ନିର୍ମାଣ କରାଯାଇଛି । ବାହାଇ ଧର୍ମରେ ମୂର୍ତ୍ତିପୂଜା ପରମ୍ପରା ନାହିଁ । ଏହି କାରଣରୁ ଏହି ମନ୍ଦିର ଭିତରେ କୌଣସି ମୂର୍ତ୍ତି ନାହିଁ। ଏଠାକୁ ଆସୁଥିବା ଲୋକମାନେ ଚୁପ୍‌ ଚାପ୍‌ ବସି ଧ୍ୟାନ କରନ୍ତି। ୨୭ଟି ପଦ୍ମ ପାଖୁଡାରେ ଏହା ନିର୍ମିତ। ୯ଟି ପୁଷ୍କରିଣୀ ମଧ୍ୟରେ ଏହି ମନ୍ଦିର ରହିଛି। ଏଠାରେ ୪୦ ମିଟର ଲମ୍ବ ବଡ଼ ହଲ୍‌ ରହିଛି। ଏଠାରେ ଏକା ସଙ୍ଗେ ୨୪ ଶହ ଲୋକ ବସି ପାରିବାର ବ୍ୟବସ୍ଥା ଅଛି । ଏହି ମନ୍ଦିର ଗିନିଜ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି। ପ୍ରତିବର୍ଷ ଲୋଟସ୍‌ ଟେମ୍ପଲକୁ ଦେଖିବାକୁ ବହୁ ପର୍ଯ୍ୟଟକ ଦେଶ ବିଦେଶରୁ ଆସିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି ଉଦବେଗ୍‌ ପ୍ରକାଶ କଲେ

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri