ଦିଆସିଲି ବୋଝେଇ ଟ୍ରକ ଜଳିଗଲା

ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ ଟ୍ରକ ଜଳିଯାଇଛି। ଟ୍ରକଟି ପାଣିକୋଇଲି ପଟୁ ଭଦ୍ରକ ଆଡ଼କୁ ଯାଉଥିଲା। କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଓ ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁବାର ସକାଳ ୭ଟା ପର୍ଯ୍ୟନ୍ତ ଅକ୍ଳାନ୍ତ ପରିଶ୍ରମ କରି ନିଆଁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଗୁରୁତର ଯୁବକଙ୍କ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ସଜନାଗଡ, ୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡ଼ିହା ପାଦଦେଶ ଗରଡ଼ିହି ପଞ୍ଚାୟତ ଅଧୀନ ଟିକାକଟା ଚାଇନ୍ଦର ଗ୍ରାମ ୧୨ନମ୍ବର ୱାର୍ଡ଼ର ୱାର୍ଡ଼ମେମ୍ବର ସୁଦାମ ସିଂ (୩୫)...

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର...

ମନୁଭାଇଙ୍କ ହର୍ବାଲ ଚା’

ବାଲେଶ୍ୱର ଅଫିସ, ୪।୩-ହର୍ବାଲ ଚା’। ଏଥିରେ ପଡୁନି ଚା’ ପତି କି ଚିନି। କପ୍‌ ୫ଟଙ୍କାର ଏଇ ଚା’ ପିଇବାକୁ ବି ଭିଡ଼ ଲାଗୁଛି। ବାଲେଶ୍ୱର...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପଝିଅଙ୍କୁ ଆକ୍ରମଣ, ୩ ଗିରଫ

ଖଇରା, ୯।୩(ଡି.ଏନ.ଏ.)-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରୁଢିଙ୍ଗିଆ ଗ୍ରାମର କୈଳାସ ବରାଳ ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରାଯାଇଛି।...

ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ

ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର...

ଇମାମି ପେପର ମିଲ୍‌ ଗୋଦାମରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ରେମୁଣାସ୍ଥିତ ଇମାମି ପେପର ମିଲ୍‌ ଗୋଦାମରେ ମଙ୍ଗଳବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭା କାର୍ଯ୍ୟରେ ୫ଟି ଦମକଳବାହିନୀ ସହ ଏନ୍‌ଡିଆର୍‌ଏଫ୍‌ର...

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ, ୮।୯-ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଅଡର ବଜାର ଅଞ୍ଚଳରେ ଚଢାଉ କରି ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ...

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର...

Advertisement
Archives

Model This Week