ଦିଗପହଣ୍ଡିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଦିଗପହଣ୍ଡି,୭ା୪(ଡି.ଏନ.ଏ.): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୮ଟାରୁ ଘଡଘଡି ସହ ପ୍ରବଳ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ବିଭିନ୍ନ ଗ୍ରାମାଞ୍ଚଳରେ ରାତି ସାରା ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇପଡ଼ିଥିଲା। ଦିଗପହଣ୍ଡି ସହରତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ପାରି ନଥିବା ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ନିଃଶୁଳ୍କ ପ୍ରଶିକ୍ଷଣ

ଅନୁଗୋଳ ଅଫିସ, ୭।୧୨ ରାଜ୍ୟର ଶିକ୍ଷିତ ଯୁବତୀଯୁବକଙ୍କୁ ନିଃଶୁଳ୍କ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରାଯିବ। ଇଲେକ୍ଟ୍ରିସିଆନ, ରାଜମିସ୍ତ୍ରି ଏବଂ ୱେଲ୍ଡର ଟ୍ରେଡ୍‌ରେ ଉଚ୍ଚମାନର ପ୍ରଶିକ୍ଷଣ ଦିଆଯିବା...

ପୌର ନିର୍ବାଚନ ପାଇଁ ଜମୁଛି ପ୍ରଚାର

କଟକ ଅଫିସ, ୧୨ା୩: ପୌର ନିର୍ବାଚନ ପାଇଁ ସରଗରମ ହୋଇଛି କଟକ ସହର। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ। ହାତରେ ଆଉ ଅଳ୍ପଦିନ ବାକି...

ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ହାଟଡ଼ିହୀ,୧୭ା୩(ଡିି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢା ପଞ୍ଚାୟତ ସରପଞ୍ଚ ପଦବୀ ଲାଗି ହୋଇଥିବା ନିର୍ବାଚନରେ ଭୋଟ ଗଣତିକୁ ନେଇ ବିବାଦ ଦେଖାଦେଇଛି। ଏନେଇ ପରାଜିତ...

ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ...

କ୍ରଶର ବିରୋଧରେ ମେଳି

ଢେଙ୍କାନାଳ ଅଫିସ, ୨୫।୪: ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ପଞ୍ଚାୟତର କଷ୍ଟିପାଳ ଗ୍ରାମରେ ବେଆଇନ ଖଣି ଏବଂ କ୍ରଶର ବିରୋଧରେ ମେଳି ବାନ୍ଧିଛନ୍ତି ସ୍ଥାନୀୟ ଅଞ୍ଚଳର...

ଆସନ୍ତାକାଲିଠାରୁ ଖୋଲିବ ଧବଳେଶ୍ୱର ମନ୍ଦିର

ଆଠଗଡ଼,୫।୮: କଟକ ଜିଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ । କୋଭିଡ୍‌ ଗାଇଡ୍‌ଲାଇନରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାର...

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାଙ୍କ ଜୀବନ: ମା’ ଗୁରୁତର

ଛେଣ୍ଡିପଦା,୨୨।୩(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ...

Advertisement
Archives

Model This Week