ଦିଗପହଣ୍ଡିରେ ମିଲ ଯୋଜନାର ଶୁଭାରମ୍ଭ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ମିଲ’ ଯୋଜନାର ଶୁଭାରମ୍ଭ ହୋଇଛି। ବିଡ଼ିଓ ହଳଧର ଶବର ନିମଖଣ୍ଡି ପେଣ୍ଠ ପଞ୍ଚାୟତ ପନାଡ଼ ଗାଁରେ ପହଞ୍ଚତ୍ ହିତାଧିକାରୀଙ୍କୁ ମିଲ୍‌ କିଟ ବଣ୍ଟନ କରି ଏହାର ଶୁଭାରମ୍ଭ କରିଥିଲେ। କରୋନା ମୁକାବିଲା ସମୟରେ କାମଧନ୍ଦା ଅଭାବରୁ ଗରିବ ଅସହାୟ ଦିନ ମଜୁରିଆଙ୍କ ଜୀବନ ଜୀବିକା ବିପନ୍ନ ହୋଇପଡିଛି। ସେମାନଙ୍କ ଖାଦ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ଅଭିନୟ ପ୍ରୟାସ କରାଯାଇଛି। ରାସନକାର୍ଡ ନଥିବା ଅସହାୟ ଗରିବଙ୍କ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବିଡ଼ିଓ କହିଛନ୍ତି। ଏହି ଯୋଜନାରେ ଯେ କୌଣସି ସ୍ବେଚ୍ଛାସେବୀ ଅନୁଷ୍ଠାନ କିମ୍ବା କୌଣସି ସହୃଦୟ ବ୍ୟକ୍ତି ପ୍ରତି ଗରିବ ପରିବାରଙ୍କ ପାଇଁ ୫ କିଲୋ ଚାଉଳ, ୧ କିଲୋ ଡ଼ାଲି, ୧ ଲି. ଖାଇବା ତେଲ, ୧ କିଲୋ ଲୁଣ, ୧ କିଲୋ ସୋୟାବିନ ଓ ମସଲା ଦାନ ଆକାରରେ ଦେଇପାରିବେ। ଏଥିପାଇଁ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଏକ ସେଲ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?