ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ଗୋଲଣ୍ଡା ଗ୍ରାମରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା ପାଇଁ ପଦକ୍ଷେପ ନିଆଯାଇଛି। ଏଭଳି ସାମାଜିକ ସଚେତନତା ପାଇଁ ଯୁବସଙ୍ଗଠନ କର୍ମକର୍ତ୍ତା ଓ ସଦସ୍ୟମାନଙ୍କୁ ସମସ୍ତ ଗ୍ରାମବାସୀ ସହଯୋଗ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri