Posted inଜାତୀୟ

ଦିଗ୍‌ବିଜୟଙ୍କ ବିରୋଧରେ ମାନହାନି ମକଦ୍ଦମା କରିବ ବଜରଙ୍ଗ ଦଳ

ଭୋପାଳ,୧।୯:କଂଗ୍ରେସର ରାଜ୍ୟ ସଭା ସାଂସଦ ଦିଗବିଜୟ ସିଂହ ଭାଜପା ଏବଂ ବଜରଙ୍ଗ ଦଳ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇଠାରୁ ଟଙ୍କା ନେଉଛନ୍ତି ଅଭିଯୋଗ କରିଛନ୍ତି। ଦିଗ୍‌ବିଜୟଙ୍କ ଏଭଳି ବିବାଦୀୟ ମନ୍ତବ୍ୟ ପାଇଁ ବଜରଙ୍ଗ ଦଳ ତାଙ୍କ ବିରୋଧରେ ମାନହାନି ମକଦ୍ଦମା କରିବ ବୋଲି ଘୋଷଣା କରିଛି। ଦଳର ରାଷ୍ଟ୍ରୀୟ ସଂଯୋଜକ ସୋହନ ସୋଲାଙ୍କି କହିଛନ୍ତି, ଦିଗ୍‌ବିଜୟଙ୍କ ମନରେ ସବୁବେଳେ ହିନ୍ଦୁ ବିରୋଧୀ ଚିନ୍ତାଧାରା ରହିଆସିଛି। ଆମ ଦଳ ସବୁବେଳେ ଦେଶ ପାଇଁ କାମ କରେ। ତେଣୁ ଏଭଳି ଅଭିଯୋଗ ଭିତ୍ତିହୀନ। ସୂଚନାଯୋଗ୍ୟ, ଭିଣ୍ଡଠାରେର ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଦିଗବିଜୟ କହିଥିଲେ, ଭାଜପା ଏବଂ ବଜରଙ୍ଗ ଦଳ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇଠାରୁ ଟଙ୍କା ନେଉଛନ୍ତି। ଅଣମୁସଲମାନ ଲୋକ ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରୁଛନ୍ତି। ଏଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ କଂଗ୍ରେସର ଶୋଚନୀୟ ପରାଜୟ: ଇସ୍ତଫା ଦେଲେ ପ୍ରଭାରୀ

ଅହମ୍ମଦାବାଦ୍‌,୮।୧୨: ଗୁଜରାଟରେ ଶୋଚନୀୟ ପରାଜୟର ପରେ ଗୁଜରାଟ କଂଗ୍ରେସ ପ୍ରଭାରୀ ଦାୟିତ୍ୱରେ ଥିବା ରଘୁ ଶର୍ମା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

ରାମନାଥଙ୍କ ନୂଆ ଠିକଣା ଜନପଥ ୧୨

ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବାକୁ ଯାଉଛି। ରାଷ୍ଟ୍ରପତି ପଦରୁ ଅବସର ନେବା ପରେ ରାମନାଥଙ୍କ ନୂଆ ଠିକଣା ପାଲଟିବ...

ମାଙ୍କଡ଼ଙ୍କ ନାମରେ ୩୨ ଏକର ଜମି…

ଓସମାନାବାଦ,୧୬।୧୦ : ଆଜିର ଯୁଗରେ, ଯେତେବେଳେ ଜମି ବିବାଦ ସାଧାରଣ ହୋଇଗଲାଣି, ମହାରାଷ୍ଟ୍ରର ଓସମାନାବାଦ ଜିଲାର ଏକ ଗାଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛି।...

‘ ଦିନେ ମୋଦିଙ୍କ ନାମରେ ନାମିତ ହେବ ଭାରତ ’

କୋଲକାତା,୮।୩ : ନିଜ ନାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମକରଣ କରିଛନ୍ତି। କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ନିଜ ଫଟୋ ଛପାଇଛନ୍ତି। ନିଜ ଫଟୋକୁ ଇସ୍ରୋ...

‘ବନ୍ଦେ ମାତରମ’କୁ ଇସ୍‌ଲାମ ବିରୋଧି କହିଲେ ସମାଜବାଦୀ ପାର୍ଟି ଏମ୍‌ପି

ନୂଆଦିଲ୍ଲୀ,୧୮।୬: ଲୋକ ସଭାରେ ମଙ୍ଗଳବାର ସମାଜବାଦୀ ପାର୍ଟି(ସପା) ଏମ୍‌ପି ଶପଥ ନେବା ପରେ ‘ବନ୍ଦେ ମାତରମ’କୁ ଇସଲାମ ବିରୋଧି କହିଥିଲେ। ଏହାପରେ ସଂସଦରେ ଉପସ୍ଥିତ ଥିବା...

ଆରଜନ୍ମରେ ଘୋଡା ହୋଇ ଜନ୍ମ ନେବାକୁ ଚାହୁଁଥିଲେ ପ୍ରଣବ ମୁଖାର୍ଜୀ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧।୮: ଦୀର୍ଘ ଦିନର ଅସୁସ୍ଥତା ପରେ ସୋମବାର ପୂର୍ବତନ ରାଷ୍ଟ୍ରପତି ମୁଖାର୍ଜୀଙ୍କ ଦେହାନ୍ତ ହୋଇଥିଲା। ସେ ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।...

ସୁପରଷ୍ଟାର ବିଜୟଙ୍କ ଘରେ ଚଢ଼ାଉ ପରେ ପୁଣି ଆୟକର ନୋଟିସ

ବେଙ୍ଗାଲୁରୁ,୧୦।୨: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ବିଜୟଙ୍କୁ ଆୟକର ବିଭାଗ ପକ୍ଷରୁ ଏବେ ପୁଣି ନୋଟିସ୍‌ ଜାରି ହୋଇଛି। ଫେବୃୟାରୀ ୫ରେ ତାଙ୍କ ଘରେ ଆୟକର...

ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ...

Advertisement
Archives

Model This Week