Posted inଜାତୀୟ

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ରେ ଆଗୁଆ ଥିବାବେଳେ ତୃଣମୂଳ କଂଗ୍ରେସ ୨୪ ଆସନରେ ଆଗୁଆ ଅଛି। ୨୦୧୪ରେ ଏଠାରେ ତୃଣମୂଳ ୩୫ ଆସନ ଦଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ୪ ଜଣଙ୍କୁ ଟାଙ୍ଗି ମାରିଲେ ମାଓବାଦୀ

ପାଟଣା,୧୪।୧୧: ବିହାରର ଗୟା ଜିଲାରେ ଶନିବାର ମାଓବାଦୀମାନେ କାଙ୍ଗାରୁ କୋର୍ଟ ନିର୍ଦ୍ଦେଶରେ ଗୋଟିଏ ପରିବାରର ୪ ଜଣଙ୍କୁ ଟାଙ୍ଗି ଦେଇଛନ୍ତି। କେବଳ ଏତିକି ନୁହେଁ ମୃତକଙ୍କ...

ଚିକେନ୍‌ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା

ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍‌ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ...

ଫେରିଲେଣି ୧.୭ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ,୮ା୫(ପି.ଟି.): ଚଳିତ ମାସ ୧ ତାରିଖରୁ ଭାରତୀୟ ରେଲଓ୍ବେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ସେମାନଙ୍କ ନିଜ ରାଜ୍ୟକୁ ଫେରାଇନେବା ଲାଗି ୧୭୧ଟି...

ହାରିଲେ ଊର୍ମିଳା ମାତୋଣ୍ଡକର

ମୁମ୍ବାଇ, ୨୪-୫:ମୁମ୍ବାଇ-ଉତ୍ତର ଲୋକ ସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ତଥା ଅଭିନେତ୍ରୀ ଊର୍ମିଳା ମାତୋଣ୍ଡକର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ଗୋପାଳ ଶେଟ୍ଟୀଙ୍କଠାରୁ...

ରୁଷିଆ-ୟୁକ୍ରେନ ଯୁଦ୍ଧରୁ ଶିକ୍ଷା ଲାଭ କରି ଭବିଷ୍ୟତ ପାଇଁ ଭାରତୀୟ ସେନା ପ୍ରସ୍ତୁତ ରହିବା ଜରୁରୀ: ରାଜନାଥ…

ନୂଆଦିଲ୍ଲୀ,୧୬।୧ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ସମୟ ସହିତ ସୁରକ୍ଷା ଚ୍ୟାଲେଞ୍ଜ ବଦଳୁଛି। ସୁରକ୍ଷା ଚ୍ୟାଲେଞ୍ଜଗୁଡିକର ପରିବର୍ତ୍ତନ ଯାହା ଆମେ ଗତ...

ବଜେଟରେ ମଧ୍ୟବିତ୍ତଙ୍କ ପାଇଁ କିଛି ନାହିଁ: ରାହୁଲ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାରଙ୍କ ବଜେଟକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ଜିରୋ ସମ୍‌ ବଜେଟ’ କହିବା ସହ ଏଥିରେ ମଧ୍ୟବିତ୍ତ ଶ୍ରେଣୀ, ବେତନଭୋଗୀ କର୍ମଚାରୀ, ଚାଷୀ...

ଏନଡିଏକୁ ଫେରିବାକୁ ଚାହୁଁଥିଲେ ଉଦ୍ଧବ, ଶିନ୍ଦେ ଗୋଷ୍ଠୀ ନେତାଙ୍କ ଦାବି…

ମୁମ୍ବାଇ, ୧୯।୭ : ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେ ଗତବର୍ଷ ଏନଡିଏକୁ ଫେରିବାକୁ ଚାହୁଁଥିଲେ। କିନ୍ତୁ ପରେ ଏଭଳି କଠୋର ନିଷ୍ପତ୍ତି ନେବାରେ ସେ ପଛେଇ...

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ...

Advertisement
Archives

Model This Week