Posted inଜାତୀୟ

ଦିଦିଙ୍କ ନିଦ ହଜିଯାଇଛି: ମୋଦି

ବୁନିଆଦପୁର,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନର ଦୁଇଟି ପର୍ଯ୍ୟାୟ ଶେଷ ହୋଇଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ (ସ୍ପିଡ୍‌ ବ୍ରେକର ଦିଦି)ଙ୍କ ନିଦ ହଜିଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇ କହିଛନ୍ତି। ଦକ୍ଷିଣ ଦିନାଜପୁର ଜିଲାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ମୋଦି କହିଥିଲେ, ତୃଣମୂଳ କଂଗ୍ରେସ ନେତ୍ରୀ ମା, ମାଟି ଓ ମାନୁଷ ସ୍ଲୋଗାନ ନାଁରେ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି। ଦୁଇ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ଯେଉଁଭଳି ଖବର ପ୍ରକାଶ ପାଉଛି ତାହା ଦିଦିଙ୍କ ନିଦ ହଜାଇଦେଲାଣି। ବର୍ବରତା, ଲୋକଙ୍କ ଅର୍ଥ ହଡପ କରିବା ଏବଂ ବିକାଶକୁ ବାଧାଦେବାର ପରିଣାମ ମେ ୨୩ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ମମତା ଜାଣିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri