Posted inଜାତୀୟ

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ ମନରେ ମମତା ନାହିଁ। ସେ ରାଜ୍ୟର ଗରିବଙ୍କୁ ଅଧିକ ଗରିବ କରି ଚାଲିଛନ୍ତି। ତାଙ୍କ ଶାସନରେ କେବଳ ଗୁଣ୍ଡାରାଜ ଚାଲିଛି। ହିଂସାରେ ଅନେକ ଧନ ଜୀବନ ହାନି ହେବାରେ ଲାଗିଛି। ଏହା ଦିିଦିଙ୍କ ନିର୍ଦ୍ଦେଶରେ ହିଁ ହେଉଛି ବୋଲି ମୋଦି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା

ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍‌ଡାଉନ୍‌ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ...

କୋଭାକ୍ସିନ୍‌ର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ସୋମବାରରୁ ଆରମ୍ଭ

ନୂଆଦିଲ୍ଲୀ, ୬।୯: ହାଇଦ୍ରାବାଦ୍‌ର କମ୍ପାନୀ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କରୋନା ଟୀକା କୋଭାକ୍ସିନ୍‌ର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ସୋମବାରରୁ ଆରମ୍ଭ ହେବ। ଦ୍ୱିତୀୟ ପର୍ଯ୍ୟାୟରେ...

କରୋନାରେ ପୀଡ଼ିତ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯।୬: ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’ ମାଧଓ୍ବି ରାଜେ ସିନ୍ଧିଆ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଦୁହିଁଙ୍କୁ...

ଶୁଭେନ୍ଦୁ ଅଧିକାରୀଙ୍କ ନାମାଙ୍କନ ଖାରଜ ପାଇଁ ଦାବି କଲା ଟିଏମ୍‌ସି

କୋଲକାତା,୧୭।୩: ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କ ଭୋଟର ଷ୍ଟାଟସ୍‌ରେ ସେ ନନ୍ଦିଗ୍ରାମରେ ରହୁଥିବା ଦର୍ଶାଇଛନ୍ତି। ସେ ଏଠାରେ ରହୁ ନାହାନ୍ତି ଓ ରେସିଡେନ୍ସ ବିବରଣୀରେ ମିଥ୍ୟା ପ୍ରମାଣପତ୍ର...

କରୋନା ଭାକ୍ସିନ୍‌ର ଦ୍ୱିତୀୟ ବୁଷ୍ଟର ଡୋଜ୍‌ର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୩।୧: ଚାଇନାରେ କରୋନା ତାଣ୍ଡବ ରଚିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକ ଜୀବନ ହାରୁଛନ୍ତି। ଭାରତରେ...

ଉଦ୍ଧବ ସରକାରଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ମୁମ୍ବାଇ,୫।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗତ ଡିସେମ୍ବର ୩୦ରେ କରାଯାଇଥିଲା। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇ ଏହାର...

ମହାରାଷ୍ଟ୍ର ନିର୍ବାଚନ: ଭାଜପାର ୧୨୫, ଶିବସେନାର ୧୨୪ ପ୍ରାର୍ଥୀ ତାଲିକା ଘୋଷଣା

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦୀର୍ଘ ଦିନ ଧରି ଚାଲିରହିଥିବା ଅଙ୍କକଷା ମଙ୍ଗଳବାର ଛିଣ୍ଡିଛି। ଭାଜପା ପକ୍ଷରୁ ପ୍ରଥମ ତାଲିକା ଜାରି...

ପଞ୍ଜାବ କଂଗ୍ରେସରେ ପୁଣି ଫାଟ: ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ,୨୮।୯: ପଞ୍ଜାବରେ କଂଗ୍ରେସ ଦଳରେ ଚାଲିଥିବା ଗୋଷ୍ଠୀ କନ୍ଦଳ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ପିସିସି ସଭାପତି ନବଜୋତ ସିଂ ସିଦ୍ଧୁ ନିଜ ପଦରୁ ଇସ୍ତଫା...

Advertisement
Archives

Model This Week