ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri