Posted inରାଜ୍ୟ

ଦିନକରେ ୩୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୭।୫(ବ୍ୟୁରୋ)-ରେକର୍ଡ ଭାଙ୍ଗିଲା କରୋନା ପଜିଟିଭ। ଦିନକରେ ରାଜ୍ୟରେ ମୋଟ ୩୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ଗୁରୁବାର ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଛୁଇଁଛି। ଗୁରୁବାର ଗଞ୍ଜାମରେ ୨୪, ମୟୁରଭଞ୍ଜରେ ୪, ଭୁବନେଶ୍ୱରରେ ୩, ବାଲେଶ୍ୱରରେ ୨ ଏବଂ ଜଗତସିଂହପୁରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅଧିକାଂଶ ଆକ୍ରାନ୍ତ ସୁରତ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri