Posted inଜାତୀୟ

ଦିନକୁ ମାଗଣାରେ ୭୦ ଲିଟର ପାଣି ଯୋଗାଇଦେବେ ରାଜସ୍ଥାନ ସରକାର

ଜୟପୁର,୨୨।୮: ରାଜସ୍ଥାନର ପାଖାପାଖି ୧୩ଟି ମରୁଡି ପ୍ରବଣ ବା ଶୁଷ୍କ ଜିଲାରେ ପ୍ରତିପରିବାରକୁ ଦିନକୁ ୭୦ ଲିଟର ପାଣି ମାଗଣାରେ ଯୋଗାଇ ଦେବେ ବୋଲି ରାଜସ୍ଥାନ ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର ଏନେଇ ଏକ ପ୍ରସ୍ତାବ ପାଶ୍‌ କରାଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ଏଭଳି ଜିଲାରେ ଥିବା ପରିବାରକୁ ଦିନକୁ ୪୦ ଲିଟର ପାଣି ଯୋଗାଇ ଦେବେ ବୋଲି ସ୍ଥିର କରିଥିବା ବେଳେ ଏବେ ଏଥିରେ ଆଉ ୩୦ ଲିଟର ପାଣି ଅଧିକ ଦିଆଯିବ ବୋଲି କହିଛନ୍ତି। ତେବେ ରାଜସ୍ଥାନର ପାଣି ସମସ୍ୟାକୁ ଦେଖି ଗତମାସରେ ଯୋଧପୁରରୁ ଏଠାକୁ ଏକ ଟ୍ରେନ୍‌ରେ ପାଣି ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡର ‌: ତେଜସ୍ବୀଙ୍କ ଘର ଆଗରେ ବିଧାୟକ, କର୍ମୀଙ୍କ ଭିଡ

ପାଟନା,୨୯।୫: ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡରକୁ ନେଇ ବିହାର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅଡି ବସିଛି ବିରୋଧୀ ଦଳ...

ବିଲ୍ଡିଂର ଉଚ୍ଚତା କମାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୯: ବେସାମରିକ ବିମାନ ଚଳାଚଳର ମହାନିର୍ଦ୍ଦେଶକ (ଡିଜିସିଏ) ରାଜଧାନୀର କିଛି ବିଲ୍ଡିଂର ଉଚ୍ଚତା କମାଇବା ପାଇଁ ଦିଲ୍ଲୀର ଡେଭଲପମେଣ୍ଟ ଅଥରିଟି (ଡିଡିଏ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି...

ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କଲେ ମୋଦି: ଡବଲ ଇଞ୍ଜିନ ସରକାରଙ୍କର ବିକାଶ ଉପରେ ଧ୍ୟାନ

ଶାହାଜହନପୁର,୧୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶର ଶାହଜହାନପୁରରେ ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କରିଛନ୍ତି । ପାଖାପାଖି ୫୯୪ କିଲୋମିଟର ଲମ୍ବା...

‘ମୋର କିଛି ହଜିଗଲା ଭଳି ଲାଗୁଛି’

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର।...

ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ...

ଭାରତରେ ଏପର୍ଯ୍ୟନ୍ତ ୪୭କୋଟିରୁ ଊର୍ଦ୍ଧ୍ୱଙ୍କୁ ଦିଆଗଲାଣି ଟିକା: ୧୧କୋଟି ନେଇଛନ୍ତି ଉଭୟ ଡୋଜ

ନୂଆଦିଲ୍ଲୀ,୨।୮: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ଭାବେ ଉଭା ହୋଇଛି ଟିକା। ତେଣୁ କରୋନାକୁ ହରାଇବା ପାଇଁ ସାରା ବିଶ୍ୱରେ...

ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ

ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦...

ଜିଦ୍‌ରେ ଅଟଳ ରାହୁଲ: ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଲକ୍ଷ୍ନୌ, ୩୦ା୬ : ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରଠାରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ଲାଗି ଅଡ଼ି...

Advertisement
Archives

Model This Week