Posted inଜାତୀୟ

ଦିନକୁ ୮ ଘଣ୍ଟା ପରିଶ୍ରମ କରୁଛନ୍ତି ୯୧ ବର୍ଷୀୟ କୃଷକ

କଲାବୁରାଗି,୨୪।୧୦: କର୍ନାଟକ କଲାବୁରାଗିର ୯୧ ବର୍ଷୀୟ କୃଷକ ବଶଭାନପ୍ପା ପାଟିଲ ଦିନକୁ ୮ ଘଣ୍ଟା ତାଙ୍କ ଫାର୍ମରେ ପରିଶ୍ରମ କରୁଥିବା କୁହନ୍ତି। ଆଉ ଆଜିବି ସେ ପୂର୍ବଭଳି ସୁସ୍ଥ ରହିଛନ୍ତି। ସକାଳ ୧୦ଟାରୁ ୬ଟା ପର୍ଯ୍ୟନ୍ତ ସେ ତାଙ୍କ ଫାର୍ମରେ କାମ କରନ୍ତି। ପ୍ରତିଦିନ ସେ ରୁଟି ସହ ଦହି ଖାଆନ୍ତି ଓ ନିୟମିତ ଖିର ପିଉଥିବାରୁ ଫିଟ୍‌ ଥିବା ପ୍ରକାଶ କରିଛନ୍ତି। ତାଙ୍କର ୬ଟି ସନ୍ତାନ ଥିବା ବେଳେ କେହିହେଲେ ତାଙ୍କୁ ଫାର୍ମିଂରେ ସହଯୋଗ କରୁ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ ଡେଲିଭରି ମଦ ବ୍ୟବସ୍ଥା ଉପରେ ବିଚାର କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସାରା ବିଶ୍ବରେ ମହାମାରୀ କରୋନା ସଙ୍କଟ ଦେଖାଦେଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ଡାଉନ...

ଦ୍ରୌପଦୀ ନା ଯଶଓ୍ବନ୍ତ କାହାକୁ ସମର୍ଥନ କରିବେ ସୋରେନ

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପ୍ରାର୍ଥୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପ୍ରସଙ୍ଗରେ ରାଜ୍ୟର ଶାସକ ଦଳ...

ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା

ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ...

ବିହାର ରାଜନୀତିରେ ନୂଆ ଟୁଇଷ୍ଟ୍‌: ଉପେନ୍ଦ୍ର କୁଶୱାହା କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ପାଟନା,୯।୬: ବିହାରରେ ରାଜନୈତିକ ହଲ୍‌ଚଲ୍‌ ଦେଖିବାକୁ ମିଳିଛି। ରାଜ୍ୟରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଏଭଳି ଚର୍ଚ୍ଚା ଭିତରେ...

୪୩ ହଜାର ଛାଡ଼ିଲେଣି ଘରୋଇ ସ୍କୁଲ

ଗୁଡ଼ଗାଓଁ: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍‌ ସ୍କୁଲରେ ପାଠ...

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ...

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌...

ଦ୍ରୌପଦୀଙ୍କ ସହ କାମ କରିବାକୁ ପ୍ରସ୍ତୁତ- ସି ଜିନପିଙ୍ଗ୍‌

ନୂଆଦିଲ୍ଲୀ,୨୫।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ  ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହୋଇଥିବା ଦ୍ରୌପଦୀଙ୍କୁ ଦେଶ...

Advertisement
Archives

Model This Week