ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ ବାତିଲ କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ ବୋଲି କୁହାଯାଇଛି। ଏଣୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ୍‌)କୁ ନ ଯିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଆଇପିଏସ୍‌ ଅଫିସରଙ୍କୁ ଏଡିଜି ପାହ୍ୟା

ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ):୧୯୮୮ ବ୍ୟାଚ୍‌ର ୫ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଲେ...

ସାପ କାମୁଡ଼ାରେ ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ଜୀବନ

ପାଇକମାଳ,୧୪।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଲ ବ୍ଳକ ଝିଟିକି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବୁଧବାର ରାତିରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ...

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ...

ବିଧାୟକଙ୍କ କ୍ବାର୍ଟର୍ସ ନିର୍ମାଣ ପ୍ରସଙ୍ଗ: ସତ୍ୟପାଠରେ ତଥ୍ୟ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ,୩ା୬: ଉଚ୍ଚ ନ୍ୟାୟାଳୟରେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ଦ୍ୱାରା କରାଯାଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଜଷ୍ଟିସ ସଙ୍ଗମ କୁମାର ରାଉତ ଓ ଜଷ୍ଟିସ...

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ...

ଗୋଡ଼ିସାହି ଜଙ୍ଗଲରେ ନିଆଁ

ବାରଙ୍ଗ,୧୭।୨(ଡି.ଏନ୍‌.ଏ.): ଗୋଡ଼ିସାହି ଫାଣ୍ଡି ଅଧୀନ ଏନ୍‌ଡିଆର୍‌ଏଫ୍‌ କ୍ୟାର୍ଯ୍ୟାଳୟ ପଛପଟ ଜଙ୍ଗଲରେ ଗୁରୁବାର ପୂର୍ବାହ୍ନରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ବହୁ ମୂଲ୍ୟବାନ ଗଛ ନଷ୍ଟ ହୋଇଯାଇଛି।...

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର...

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରସ୍ବତୀ ଜେନା।...

Advertisement
Archives

Model This Week