ଦିନରାତି କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ: ଟ୍ରେନ୍‌, ବସ୍‌ରେ ଆସୁଥିବା ପ୍ରବାସୀଙ୍କୁ କରାଯାଉଛି ସାନିଟାଇଜ

ଛତ୍ରପୁର,୧।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ଅଗ୍ନିଶମ କର୍ମଚାରୀ ଦିନରାତି କାର୍ଯ୍ୟରେ ଲାଗିଛନ୍ତି। ଉଭୟ ବ୍ରହ୍ମପୁର, ଜଗନ୍ନାଥପୁର ଷ୍ଟେଶନକୁ ଅନ୍ୟ ରାଜ୍ୟରୁ ପ୍ରବାସୀମାନେ ଆସୁଛନ୍ତି। ପ୍ରବାସୀ ଓହ୍ଲାଇବା ପରେ ଷ୍ଟେଶନରେ ତାଙ୍କ ବ୍ୟାଗ୍‌ଠାରୁ ଆରମ୍ଭ କରି ପ୍ଲାଟ୍‌ଫର୍ମ, ସହ ପୂରା ଟ୍ରେନ୍‌କୁ ଅଗ୍ନିଶମ କର୍ମଚାରୀଙ୍କ ପକ୍ଷରୁ ସାନିଟାଇଜ୍‌ କରାଯାଉଛି। ଷ୍ଟେଶନରୁ ପ୍ରବାସୀଙ୍କୁ ଓଏସ୍‌ଆରଟିସି, ସିଟିବସ୍‌, ଘରୋଇ ବସ୍‌ ଯୋଗେ ନିଜ ବ୍ଲକକୁ ପଠାଯାଉଛି। ଏଣୁ ଗାଡି ଚାଳକଙ୍କୁ ନିୟମିତ ସାନିଟାଇଜ କରାଯାଉଥିବା ଗଞ୍ଜାମ ଆରଟିଓଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲା ଦେଇ ଫେରୁଥିବା ପ୍ରବାସୀ ଓ ଗାଡ଼ିର ପଞ୍ଜୀକରଣ ଗିରିଶୋଳା ଚେକ୍‌ ଗେଟ୍‌ରେ କରାଯାଉଛି । ଏଠାରେ ଶିକ୍ଷା, ପରିବହନ କର୍ମଚାରୀ ୨୪ ଘଣ୍ଟିଆ କାମ କରୁଛନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହଳଦିଆପଦର ବସ୍‌ ଟର୍ମିନାଲରେ ପ୍ରବାସୀଙ୍କୁ ଖାଦ୍ୟ, ପାଣି ଦେବା ପରେ ବସ୍‌ ଯୋଗେ ନିଜ ଅଞ୍ଚଳକୁ ପଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?