ଦିନେ ଭୁଟାନର ବୈଜ୍ଞାନିକ ବି ନିର୍ମାଣ କରିବେ ଉପଗ୍ରହ: ମୋଦି

ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନ ଗସ୍ତରେ ଯାଇ ସ୍ଥାନୀୟ ରୟାଲ ୟୁନିଭର୍ସିଟିର ଶିକ୍ଷାର୍ଥୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଦିନେ ଭୁଟାନର ବୈଜ୍ଞାନିକ ମଧ୍ୟ ଉପଗ୍ରହ ନିର୍ମାଣ କରିବେ। ଭୁଟାନର ଯୁବ ବୈଜ୍ଞାନିକ କ୍ଷୁଦ୍ର ଉପଗ୍ରହ ଡିଜାଇନିଂ ଉତ୍‌କ୍ଷେପଣ କରିବା ସମ୍ପର୍କରେ ଜ୍ଞାନଲାଭ ପାଇଁ ଭାରତ ଯାତ୍ରା ଏକ ଖୁସିର ଖବର ବୋଲି ମୋଦି କହିଛନ୍ତି। ଭାରତ ଏବଂ ଭୁଟାନ ଆଧ୍ୟାତ୍ମିକ, ଐତିହାସିକ ଏବଂ ସାଂସ୍କୃତିକ ଦୃଷ୍ଟିକୋଣରୁ ଅନ୍ୟ ରାଷ୍ଟ୍ରଠାରୁ ଭିନ୍ନ। ଭାରତ-ଭୁଟାନ ମଧ୍ୟରେ ବହୁ ସାମଞ୍ଜସ୍ୟ ରହିଛି। ଏହି ଦୁଇ ଦେଶ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!

ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ...

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ...

ଜିତିଯିବେ ପୁଟିନ

ଓ୍ବାଶିଂଟନ,୫।୧୨: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସ ଆମେରିକା କଂଗ୍ରେସକୁ ଚେତାବନୀ ଦେଇଛି। ହ୍ବାଇଟ ହାଉସ କହିଛି ଯଦି ୟୁକ୍ରେନକୁ ସହାୟତା ବନ୍ଦ ହୋଇଯାଏ ତେବେ...

ଉତ୍ତର କୋରିଆରେ କମୁଛି ଶିଶୁ ଜନ୍ମ ହାର, କିମ କହିଲେ ଅଧିକ ସନ୍ତାନ ପ୍ରସବ କରନ୍ତୁ ମହିଳା

ସିଓଲ,୫।୧୨: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଦେଶର ଶକ୍ତି ବୃଦ୍ଧି ପାଇଁ ମହିଳାମାନଙ୍କୁ ଅଧିକ ସନ୍ତାନ ପ୍ରସବ କରିବାକୁ କହିଛନ୍ତି।...

ଭୁଲ ବଶତଃ ଗାଁ ଉପରେ ଡ୍ରୋନ ଆଟାକ, ୮୦ରୁ ଅଧିକ ମୃତ, ୬୦ରୁ ଅଧିକ ଆହତ

ଅବୁଜା,୫।୧୨: ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗ୍ରାମରେ ଭୁଲରେ ସେନା ଡ୍ରୋନ ଆକ୍ରମଣରେ ମୁସଲମାନ ପର୍ବ ପାଳନ କରୁଥିବା ଡଜନେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା।...

ରୁଷିଆ ସେନା ପାଇଁ ଲଢ଼ୁଥିବା ୬ ନେପାଳୀ ଯବାନ ନିହତ

କାଠମାଣ୍ଡୁ,୪ା୧୨(ପି.ଟି.): ୟୁକ୍ରେନ ବିରୋଧରେ ରୁଷିଆ ସେନାରେ ଲଢ଼ୁଥିବା ୬ ନେପାଳୀ ସୈନ୍ୟ ନିହତ ହୋଇଥିବା ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ସେନାରେ ନେପାଳୀଙ୍କୁ ନିଯୁକ୍ତି...

୩ ଡ୍ରୋନ୍‌କୁ ଖସାଇଲା ଆମେରିକା ଯୁଦ୍ଧଜାହାଜ

ଦୁବାଇ,୪ା୧୨: ୟେମେନ୍‌ର ହୌଥି ବିଦ୍ରୋହୀମାନେ ଲୋହିତ ସାଗରରେ ୩ଟି ବାଣିଜି୍ୟକ ଜାହାଜକୁ ମିଶାଇଲ୍‌ ମାଡ଼ କରିଛନ୍ତି। ଫଳରେ ଆମେରିକା ଯୁଦ୍ଧଜାହାଜ ଆତ୍ମରକ୍ଷା ପାଇଁ ୩ଟି ଡ୍ରୋନ୍‌କୁ...

ଫେସ୍‌ବୁକ୍‌-ଇନ୍‌ଷ୍ଟାଗ୍ରାମର ପୋଲ୍‌ ଖୋଲିଦେଲେ ଏଲନ ମସ୍କ

କାଲିଫର୍ନିଆ,୪।୧୨: ଏକ୍ସ ସିଇଓ ଏଲନ ମସ୍କ ଏକ୍ସରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟ ମାଧ୍ୟମରେ ଏଲନ ମସ୍କ ମେଟାର ଫେସବୁକ ଏବଂ ଇନଷ୍ଟାଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri