ଦିନ ଦ୍ୱିପ୍ରହରରେ ଖଟୁଛନ୍ତି ଶ୍ରମିକ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର)ସରକାରୀ ନିୟମକୁ ଫୁ। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟାଣ ଖରାରେ ଶ୍ରମିକଙ୍କୁ ନ ଖଟାଇବା ପାଇଁ ସରକାରଙ୍କ ପକ୍ଷରୁ କଟକଣା ରହିଥିବାବେଳେ ଏହାକୁ ଖୋଲାଖୋଲି ଉଲ୍ଲଘଂନ କରୁଛି ଗାୟତ୍ରୀ କନଷ୍ଟ୍ରକସନ କମ୍ପାନୀ। ବତ୍ତର୍ର୍ମାନ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଥିବାବେଳେ ଦିନ ୧୦ଟା ପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରି ସ୍ଥିତିରେ ଅନୁଗୋଳ ଜିଲା ଜରପଡା ଥାନା ତୁକୁଡାଠାରେ ପୋଲ ନିର୍ମାଣ କାର୍ଯ୍ୟରେ କମ୍ପାନୀର ଠିକାଦାର ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରିଥିବା ସୋମବାର ଦେଖିବାକୁ ମିଳିଥିଲା। ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶାସନ ନିକଟରେ ଦାବି ହୋଇଛି।
ଏ ନେଇ ଛେଣ୍ଡିପଦା ବିଡିଓ ରୋମାଞ୍ଚଳ ଖମାରି କହିଛନ୍ତି, ସରକାରୀ ନିୟମ ଅନୁଯାୟୀ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ କରିପାରିବେ ନାହିଁ। ଜାତୀୟ ରାଜପଥ ଯନ୍ତ୍ରୀଙ୍କ ସହିତ ଆଲୋଚନା କରାଯିବ। ପରେ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri