ଦିପ୍ତୀ ନାଭାଲଙ୍କୁ ପୂରିଲା ୬୮: ଆକ୍ଟିଂ କରିବାର ନିଶା ଟାଣି ଆଣିଥିଲା ବଲିଉଡ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିପ୍ତୀ ନାଭାଲ ସୋମବାର  ୬୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୨ ଫେବୃୟାରୀ ୩ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ଦିନରୁ ଅଭିନୟ ପ୍ରତି ତାଙ୍କର ଭାରି ନିଶା ଥିଲା। ଏହାଯୋଗୁ ସେ ବଲିଉଡ୍‌କୁ ଆସିଥିଲେ। ୧୯୮୫ରେ ପ୍ରକାଶ ଝାଙ୍କୁ ବିବାହ କରିଥିଲେ। ରିଲ୍‌ ଲାଇଫ୍‌ରେ ଦର୍ଶକଙ୍କୁ ବାନ୍ଧି ରଖିଥିବା ଦିପ୍ତୀ ପ୍ରକାଶଙ୍କୁ ରିୟଲ ଲାଇଫ୍‌ରେ ବାନ୍ଧି ରଖିପାରି ନ ଥିଲେ। ୨୦୦୨ରେ ଉଭୟଙ୍କର ଛାଡପତ୍ର ହୋଇଥିଲା। ସାଥ୍‌ ସାଥ୍‌, ଚଶମେ ବଦୂର, ମିର୍ଚ୍ଚ ମସାଲା, ଅଙ୍ଗୁର, ରଙ୍ଗ ବିରଙ୍ଗୀ ଆଦି ଫିଲ୍ମରେ ସେ ଅଭିନୟ କରି ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିତ୍ୟଙ୍କ ଜବରଦସ୍ତ ଆକ୍ସନ

ବଲିଉଡ୍‌ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଅଭିନୀତ ‘ଓମ-ଦ ବ୍ୟାଟେଲ୍‌ ଓ୍ବିଦିନ୍‌’ର ଟିଜର ରିଲିଜ ହୋଇଛି। ୫୭ ସେକେଣ୍ଡର ଏହି ଟିଜର୍‌କୁ ଦର୍ଶକ ବହୁତ୍‌ ପସନ୍ଦ...

୧୩୪ କୋଟିର ମାଲିକାଣୀ ବିଦ୍ୟା

ମୁମ୍ବାଇ: ନୂଆ ବର୍ଷରେ ଜନ୍ମଦିନ ପାଳିଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ...

ପୂଜା ହେଗଡେଙ୍କ ପ୍ରେମରେ ପଡିଛନ୍ତି କି ସଲମାନ? ବନ୍ଧୁ କଲେ ଖୁଲାସା

ମୁମ୍ବାଇ: କିଛି ଦିନ ପୂର୍ବରୁ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଏବଂ ପୂଜା ହେଗଡେଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦୁହେଁ ଦୁହିଁଙ୍କୁ ଡେଟ୍‌...

ଏହି ଦିନ ରିଲିଜ୍‌ ହେବ ଫିଲ୍ମ ‘ଆଚାର୍ଯ୍ୟ’ ଏବଂ ‘ସରକାରୁ ଭାରି ପଟ୍ଟା’

ମେଗାଷ୍ଟାର ଚିରଞ୍ଜୀବି ଏବଂ ରାମଚରଣଙ୍କ ଫିଲ୍ମ ‘ଆଚାର୍ଯ୍ୟ’ ଆସନ୍ତା ଏପ୍ରିଲ ୨୯ ତାରିଖରେ ପ୍ରେକ୍ଷାଳୟରେ ରିଲିଜ ହେବାକୁ ଯାଉଛି। ଏହା ସହିତ ମହେଶ ବାବୁଙ୍କ ଅଭିନୀତ...

‘କଲଙ୍କ’ରେ ଭୂମିକାକୁ ନେଇ ଖୁସି

ମୁମ୍ବାଇ,୨୦ା୪(ଆଇଏଏନ୍‌ଏସ୍‌): ଅଭିଷେକ୍‌ ବର୍ମନଙ୍କ ଚଳଚ୍ଚିତ୍ର ‘କଲଙ୍କ’ରେ ନିଜର ଭୂମିକାକୁ ନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଏଥିରେ ଅଭିନେତା ଆଦିତ୍ୟ ରୟ...

ଏହି ଅଭିନେତ୍ରୀଙ୍କ ସହ ସଲମାନଙ୍କ ବାହାଘର କାର୍ଡ ଛପା ସରିଥିଲା: ଏବେ କେମିତି ଅଛି ଦୁହିଁଙ୍କ ସମ୍ପର୍କ

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ସମ୍ପର୍କକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ନାମ ଐଶ୍ୱର୍ଯ୍ୟା ରାୟଙ୍କ ଠାରୁ ଆରମ୍ଭ କରି କାଟ୍ରିନା କୈଫଙ୍କ...

ମା’ ହେଲେ ଏହି ପପ୍‌ଷ୍ଟାର

ମୁମ୍ବାଇ: ପପଷ୍ଟାର୍‌ ରିହାନା ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀରେ ସେ ନିଜର...

ଦୁବଇରେ ନୂଆବର୍ଷ ପାଳିଲେ କିଆରା-ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନି ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବେ ତାଙ୍କ ବିବାହକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏବେ ଏମାନେ...

Advertisement
Archives

Model This Week