ଦିବ୍ୟାଙ୍ଗକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ବରପାଲି, ୧୯।୭ (ଡି.ଏନ୍‌.ଏ): ବରପାଲିର ଗୁଟେ ସ୍ବେଚ୍ଛାସେବୀ ଅନୁଷ୍ଠାନ ହେଲ୍ପିଂ ହାର୍ଟର ଅନୁରୋଧ୍‌ରେ ଜିଲା ପରଶାସନ ଦୁଇ ଦିବ୍ୟାଙ୍ଗକୁଁ ସାହାଯ୍‌ର ହାତ୍‌ ବଢ଼େଇଛେ। ବ୍ଲକ ଅଧୀନ ରେମତା ଗଁାର ମଧୁସୂଦନ ଧରୁଆ ଆଏଜ୍‌କେ ୩ ବଛର ଆଗରୁ କୁଲି ମଜୁରି କରୁଥିଲାବେଲେ ହଠାତ୍‌ ତାକର ଅଁଟାରୁ ତଲକେ ଅକାମି ହେଇଯାଇଥିଲା। ସେ ଭିନେ ଭିନେ ଡାକ୍‌ତରଖାନାରେ ଚିକିସତ୍ା କରେଇ ନିରାଶ ହେଇଥିଲେ। ଯେନ୍‌ଥିରଲାଗି ପରିବାର ଚଲବାରେ ବଡ଼ଭାରି ଅସବିଧା ଦେଖାଦେଇଥିଲା। ମଧୁ ତାକର ଦୁଖ୍‌ ଦୁରଦଶା ବାବ୍‌ଦେ ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନକେ ଜନେଇଥିଲେ। ଇତାର ପରେ ଅନୁଷ୍ଠାନର ମେମର ସତ୍ୟାନନ୍ଦ ପାଣ୍ଡେ, ବିଜୟାନନ୍ଦ ଦାଶ, ବେଣୁଧର ବରିହା, ଦେବେନ୍ଦ୍ର ବାରିକ, ମନୋଜ ବେରିହା ପରମୁଖ ଜିଲାପାଲ ଆର ବିଡିଓକୁଁ ଭେଟି ଘଟନା ବାବ୍‌ଦେ ଜନେଇଥିଲେ। ପଛେ ଜିଲା ପରଶାସନ ମଧୁକୁଁ ଗୁଟେ ଟ୍ରାଇସାଇକେଲ ଆର ୧୫ ହଜାର ଟଁକା ଚେକ୍‌ରେ ଦେଇଥିଲା। ସେନ୍‌ତା ବରପାଲି ଏନ୍‌ଏସି ୧୧ ନମ୍ବର ଓ୍ବାର୍ଡର ନିରଞ୍ଜନ ବେନୁଆକୁଁ ବି ପରଶାସନ ତରଫୁ ଗୁଟେ ଟ୍ରାଇସାଇକେଲ ଦିଆଯାଇଛେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

ବସ୍ତାରେ ଗୋରୁର କଟାମୁଣ୍ଡ, ରାସ୍ତାରେ ପଡ଼ିଛି ଗୋ’ମାଂସ, କାର୍ଯ୍ୟାନୁଷ୍ଠାନ ଦାବିରେ…

ବାଲେଶ୍ୱର,୨୦ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ କଷାଫଳ ମେରାଇନ ଥାନା ଅନ୍ତର୍ଗତ ଦୁବୁଲାଗଡ଼ି-ରଙ୍ଗାମାଟିଆ ରାସ୍ତାରେ ଗୋ’ମାଂସ ପକାଯିବାକୁ କେନ୍ଦ୍ର କରି ସୋମବାର ଉତ୍ତେଜନା ଦେଖାଦେଇଛି। ପ୍ରତିବାଦରେ ସ୍ଥାନୀୟଲୋକେ…

ନିଷ୍ଠା ହିଁ ଆଗ୍ରହକୁ ଦକ୍ଷତାରେ ପରିଣତ କରେ: ନିଗମଜ୍ୟୋତି ପାଠୀ

ନିଗମଜ୍ୟୋତି ପାଠୀ ହେଉଛନ୍ତି ଜଣେ ଦୂରଦର୍ଶୀ ଉଦ୍ୟୋଗୀ, ଯାହାଙ୍କର ପାକକଳା ପ୍ରତି ଥିବା ଗଭୀର ଭଲପାଇବା ଯୋଗୁ ମୟୂରଭଞ୍ଜର ବାରିପଦା ସହରରେ ଜନ୍ମନେଇଛି ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ନମସ୍ତେ…

କାନାଡାକୁ ବଡ଼ ଧମକ ଦେଲେ ଟ୍ରମ୍ପ, ଚାଇନା ସହ ବାଣିଜ୍ୟ ଚୁକ୍ତି ସମାପ୍ତ ନକଲେ ୧୦୦% ଟାରିଫ…

ଓ୍ବାଶିଂଟନ,୨୦।୪: କାନାଡାକୁ କଡ଼ା ଚେତାବନୀ ଦେଲେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଯଦି କାନାଡା ଚାଇନା ସହିତ ବାଣିଜ୍ୟ ଚୁକ୍ତି ସମାପ୍ତ ନ କରେ, ତେବେ…

ବଜ୍ରପାତରେ ପରମହଂସନାଥ ମନ୍ଦିର ଦଧିନଉତିରୁ ଖସିପଡ଼ିଲା ପଥର

କଟକ ସଦର,୨୦ା୪(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସନାଥ ମନ୍ଦିରରେ ଏକ ଅଘଟଣ ଘଟିଯାଇଛି। ରବିବାର ରାତିରେ ମନ୍ଦିର ଚୂଡ଼ାରେ ବଜ୍ରପାତ ହୋଇଥିଲା। ଯାହାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri